ଅନ୍ତର୍ଜାତୀୟ ଶିଶୁ ଶ୍ରମିକ ନିରାକରଣ ଦିବସ, ରାଜ୍ୟ ଶିଶୁ ସୁରକ୍ଷା ଆୟୋଗ ତରଫରୁ ସଚେତନତା କାର୍ଯ୍ୟକ୍ରମ
ଅନ୍ତର୍ଜାତୀୟ ଶିଶୁ ଶ୍ରମିକ ନିରାକରଣ ଦିବସ ଅବସରରେ ରାଜ୍ୟ ଶିଶୁ ସୁରକ୍ଷା ଆୟୋଗ ତରଫରୁ ଏକ ସପ୍ତାହ ବ୍ୟାପି ସଚେତନତା କାର୍ଯ୍ୟକ୍ରମ ଆୟୋଜନ ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ବରଗଡ ପୌରପାଳିକା ସମ୍ମିଳନୀ କକ୍ଷରେ ଆଜି ବୈଠକ ଅନୁଷ୍ଠିତ ହୋଇଥିଲା । ବରଗଡ ପୌରପାଳିକା ଅଧ୍ୟକ୍ଷା କଳ୍ପନା ମାଝୀ,!-->…
