Odia News Portal

ବାହାନଗା ରେଳ ଦୁର୍ଘଟଣା: ଏସସିବିରେ ପଶ୍ଚିମବଙ୍ଗର ଜଣେ ଆହତଙ୍କ ମୃତ୍ୟୁ, ମୃତକଙ୍କ ସଂଖ୍ୟା ୨୯୨କୁ ବୃଦ୍ଧି

ବାହାନଗା ରେଳ ଦୁର୍ଘଟଣାରେ ଆହତ ହୋଇ କଟକ ବଡ଼ ମେଡିକାଲରେ ଚିକିତ୍ସିତ ହେଉଥିବା ରବିବାର ଦିନ ପୁଣି ଜଣେ ଯୁବକଙ୍କର ମୃତ୍ୟୁ ଘଟିଛି। ମୃତକ ହେଉଛନ୍ତି ପଲତୁ ନସ୍କାର। ତାଙ୍କ ଘର ପଶ୍ଚିମବଙ୍ଗ ଅଞ୍ଚଳରେ। ସେ ସେଣ୍ଟ୍ରାଲ ଆଇସିୟୁ ବେଡ୍ ନଂ ୧୪ରେ ଚିକିତ୍ସିତ ହେଉଥିଲେ। ଏହାକୁ ମିଶାଇ ଏସିବି…

ଶିମିଳିପାଳ ଅଭୟାରଣ୍ୟରେ ବନ କର୍ମଚାରୀଙ୍କୁ ହତ୍ୟା: ୨ ଅଭିଯୁକ୍ତ ଚିହ୍ନଟ

ଶିମିଳିପାଳ ଅଭୟାରଣ୍ୟରେ ବନ କର୍ମଚାରୀଙ୍କୁ ଗୁଳି କରି ହତ୍ୟା ଘଟଣାରେ ୧୦ ଜଣଙ୍କୁ ଠାକୁରମୁଣ୍ଡା ଥାନାରେ ଅଟକ ରଖାଯାଇଥିବାର ଖବର ମିଳିଛି। ଘଟଣା ସହ ଜଡ଼ିତ ୨ ଅଭିଯୁକ୍ତଙ୍କୁ ଚିହ୍ନଟ କରାଯାଇଛି। ଅଟକ ଥିବା ୧୦ ଜଣଙ୍କୁ ଠାକୁରମୁଣ୍ଡା ଥାନାରେ ପଚରାଉଚରା କରାଯାଇଛି। ଏଥିସହ ୨ଟି ଦେଶୀ…

ଜେଇଇ ଆଡଭାନ୍ସଡ ଫଳ ପ୍ରକାଶ

ଜେଇଇ ଆଡଭାନସଡ ଫଳ ପ୍ରକାଶ ପାଇଛି। ହାଇଦ୍ରାବାଦ ଜୋନର ଭି.ଭି ରେଡ୍ଡୀ ୩୬୦ରୁ ୩୪୧ ମାର୍କ ରଖି ଟପ୍ପର ହୋଇଛନ୍ତି। ହାଇଦ୍ରାବାଦ ଜୋନ୍ ର ହିଁ ନାୟକାନ୍ତି ନାଗା ଭବ୍ୟା ଛାତ୍ରୀଙ୍କ ମଧ୍ୟରେ ଟପ୍ପର ହୋଇଛନ୍ତି । ତାଙ୍କର ସାମଗ୍ରିକ ଅଲ୍ ଇଣ୍ଡିଆ ରାଙ୍କ୍ ହେଉଛି ୫୬ ଓ ସେ ୨୯୮ ମାର୍କ ରଖିଛନ୍ତି…

ମଙ୍ଗଳବାର ବିଶ୍ବପ୍ରସିଦ୍ଧ ରଥଯାତ୍ରା: ଦର୍ପଦଳନ ରଥର ଅଖରେ ଫାଟ

ଦର୍ପଦଳନ ରଥର ଅଖରେ ଫାଟ ହୋଇଥିବା ନେଇ ଚର୍ଚ୍ଚା ହେଉଛି। ରଥର ପଛପଟରେ ଥିବା ସାନ ଉଛୁଳା ଅଖରେ ଫାଟ ହୋଇଛି। ଏହି ସାନ ଉଛୁଳା ଉପରେ ରଥର ସମ୍ପୂର୍ଣ୍ଣ ଭାର ନିର୍ଭର କରିଥାଏ। ଏବେ ଫାଟ ଖବର ଜଣାପଡ଼ିବା ପରେ ଏହାକୁ ଲୁଚାଇବାକୁ ଉଦ୍ୟମ ଆରମ୍ଭ ହୋଇଛି । ଅଖରେ ଥିବା ବଟମ୍ ପ୍ୟାକିଂ ଓ କ୍ଲାମ୍ପ…

ବଢ଼ିଲା ଗ୍ରୀଷ୍ମ ଛୁଟି, ୨୧ ତାରିଖରେ ଖୋଲିବ ସ୍କୁଲ

ବଢ଼ିଲା ଗ୍ରୀଷ୍ମ ଛୁଟି । ଆଉ ଦୁଇ ଦିନ ସ୍କୁଲ ଛୁଟି ଅବଧି ବଢ଼ାଇଛନ୍ତି ସରକାର । ୧୯ ନୁହେଁ, ୨୧ ତାରିଖରେ ଖୋଲିବ ସ୍କୁଲ । ଏ ନେଇ ଗଣଶିକ୍ଷା ବିଭାଗ ପକ୍ଷରୁ ବିଧିବଦ୍ଧ ଘୋଷଣା କରାଯାଇଛି । ଆସନ୍ତା ୧୯ ତାରିଖ ସ୍କୁଲ ଖୋଲିବାର ଥିଲା ।  ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି…

ଭିଜିଲାନ୍ସ ହାତରେ ଧରାପଡିଲେ ଆସିକା ଗୋଷ୍ଠୀ ପ୍ରାଣୀ ଚିକିତ୍ସାଧିକାରୀ

ଲାଞ୍ଚ ନେଉଥିବା ବେଳେ ବ୍ରହ୍ମପୁର ଭିଜିଲାନ୍ସ ହାତରେ ଧରାପଡିଲେ , ଆସିକା ଗୋଷ୍ଠୀ ପ୍ରାଣୀ ଚିକିତ୍ସାଧିକାରୀ (BVO) ରବିନାରାୟଣ ସାହୁ । ଭ୍ରାମ୍ୟମାଣ ଗାଡିର ପୁନଃ ନବୀକରଣ ପାଇଁ , ଗାଡ଼ି ମାଲିକଙ୍କ ଠାରୁ ୯ ହଜାର ଟଙ୍କା ଲାଞ୍ଚ ନେଉଥିଲେ ।

ପୁଅ ଆକ୍ରମଣରେ ମା’ ମୃତ

ରାମଚନ୍ଦ୍ରପୁର ଥାନା ସାଇଁକୁଳ ନୂଆ ସାହିରେ ପୁଅ ଆକ୍ରମଣରେ ମା’ ମୃତ। ମଦ ପିଇବାକୁ ନେଇ ବଚସା ପରେ ପୁଅ କରିଥିଲା ଆକ୍ରମଣ। ଘଟଣାରେ ମୃତ ମହିଳା ମନ୍ଦିରା ନାଇକ ବୋଲି ଜଣାପଡିଛି। ପୋଲିସ ତଦନ୍ତ ଜାରି ରହିଛି  ।

5ଟି ସଚିବଙ୍କ କନ୍ଧମାଳ ଗସ୍ତ; ମା ବରାଳଦେବୀ ମନ୍ଦିରର ହେବ ସୌନ୍ଦର୍ଯ୍ୟକରଣ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ମୁଖ୍ୟମନ୍ତ୍ରୀଙ୍କ ୫T ସଚିବ ଶ୍ରୀ ଭି.କେ. ପାଣ୍ଡିଆନ ଆଜି କନ୍ଧମାଳ ଜିଲ୍ଲା ଗସ୍ତରେ ଯାଇ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ସମୀକ୍ଷା କରିଛନ୍ତି ଏବଂ ଛାତ୍ରଛାତ୍ରୀ ଓ ସାଧାରଣ ଲୋକମାନଙ୍କ ସହ ମିଶି ସେମାନଙ୍କ ସୁବିଧା ଅସୁବିଧା ବିଷୟରେ…

ତାମିଲନାଡୁର ପୂର୍ବତନ ସ୍ପେଷାଲ ଡିଜି ରାଜେଶ ଦାସଙ୍କୁ ଜେଲ 

ତାମିଲନାଡୁର ପୂର୍ବତନ ସ୍ପେଷାଲ ଡିଜି ରାଜେଶ ଦାସଙ୍କୁ ଜେଲ । ୩ ବର୍ଷ ଜେଲ ଓ ୧୦ ହଜାର ଜରିମାନା କଲେ ଭିଲୁପୁରମ କୋର୍ଟ । ଜଣେ ମହିଳାଆଇପିଏସ୍‌ଙ୍କୁ ପୂର୍ବତନ ଯୌନ ନିର୍ଯ୍ୟାତନା ମାମଲାରେ ଜେଲ ଦଣ୍ଡ । ରାଜେଶ ଦାସଙ୍କ ସହ ତତ୍କାଳୀନ ରେଙ୍ଗାଲପାଟୁ ଏସ୍ପିଓଙ୍କୁ ବି ଜରିମାନା କରାଯାଇଛି ।…

ବାହାନଗା ଟ୍ରେନ ଦୁର୍ଘଟଣାରେ ଆଉ ଜଣଙ୍କ ମୃତ୍ୟୁ 

ବାହାନଗା ଟ୍ରେନ ଦୁର୍ଘଟଣାରେ ଆଉ ଜଣେ ଆହତଙ୍କ ମୃତ୍ୟୁ । କଟକ ଏସସିବି ମେଡିକାଲରେ ଚିକିତ୍ସିତ ହେଉଥିବା ବେଳେ ତାଙ୍କର ମୃତ୍ୟୁ ହୋଇଛି । ମୃତକ ଜଣ ହେଉଛନ୍ତି ବିହାରର ପ୍ରକାଶ ରାମ । ଏହାକୁ ମିଶାଇ ବାହାନଗା ଟ୍ରେନ ଦୁର୍ଘଟଣାରେ ମୃତକଙ୍କ ସଂଖ୍ୟା ୨୯୦ ଛୁଇଁଛି । ମୃତକ ପ୍ରକାଶ ଗୁରୁତର…