Odia News Portal

ଆଜି ଶେଷ ରଜ ପାଳୁଛନ୍ତି ରାଜ୍ୟବାସୀ

ରଜ ପାଇଁ ଉତ୍ସଵ ମୁଖର ଓଡିଶା । ଆଜି ହେଉଛି ଶେଷ ରଜ । ସବୁଠି ମହାଆଡମ୍ବରରେ ହେଉଛି ଉତ୍ସବ । ଗାଁଠୁ ରାଜଧାନୀ ପର୍ଯ୍ୟନ୍ତ ଚାଲିଛି ରଜ ମଉଜ । କୂଆଁରିଙ୍କ ମନରେ ଅସୁମାରି ଆନନ୍ଦ ଉଲ୍ଲାସ । ନୂଆ ପୋଷକ ପିନ୍ଧି ସଜେଇ ହୋଇ ସାଙ୍ଗସାଥିଙ୍କ ସହ ରଜ ଦୋଳିର ମଜା…

ଘର ଭିତରେ ଦମ୍ପତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଘର ଭିତରୁ ଦମ୍ପତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି । ଟାଙ୍ଗୀ ଥାନା ବାଳୁଙ୍ଗାଡିହ ସାହିରେ ଏକ ଘର ଭିତରୁ ଉଦ୍ଧାର ହେଇଛି । ଘର ଭିତରୁ ଦୁର୍ଗନ୍ଧ ହେବାରୁ ପଡୋଶୀ ଖବର ଦେଇଥିଲେ । ଗତକାଲି ମେଡିକାଲ ଯିବାକୁ କହି ୨ ଛୁଆଙ୍କୁ ଭାଇ ଘରେ ଛାଡିଥିଲେ ।

ଜଳ ପରିଚାଳନା କ୍ଷେତ୍ରରେ ଗଞ୍ଜାମ ଦେଶର ସର୍ବଶ୍ରେଷ୍ଠ ଜିଲ୍ଲା

ଜଳ ପରିଚାଳନା କ୍ଷେତ୍ରରେ ଓଡ଼ିଶାକୁ ସଫଳତା । ସର୍ବଭାରତୀୟ ସ୍ତରର ଓଡ଼ିଶାକୁ ମିଳିଛି ଦ୍ବିତୀୟ ସ୍ଥାନ ମିଳିଥିବା ବେଳେ ଗଞ୍ଜାମ ସର୍ବଶ୍ରେଷ୍ଠ ଜିଲ୍ଲା ବିବେଚିତ ହୋଇଛି । କେନ୍ଦ୍ର ଜଳଶକ୍ତି ମନ୍ତ୍ରାଳୟ ଅଧୀନସ୍ଥ କେନ୍ଦ୍ର ଜଳ ସମ୍ପଦ, ନଦୀ ବିକାଶ ଓ ଗଙ୍ଗା ପୁନରୁଦ୍ଧାର ବିଭାଗ ପକ୍ଷରୁ…

ଏମକେସିଜିର ମେଡିକାଲ କଲେଜର ପିଜି ପ୍ରଥମ ବର୍ଷ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ

ଏମକେସିଜିର ମେଡିକାଲ କଲେଜରେ ଏସଆର ହଷ୍ଟେଲରୁ ଜଣେ ମହିଳା ଡାକ୍ତରଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ମହିଳା ଡାକ୍ତର ଚର୍ମ ବିଭାଗ ପିଜିର ପ୍ରଥମ ବର୍ଷର ଛାତ୍ରୀ ବୋଲି ସୂଚନା ମିଳିଛି।ମୃତ ଡାକ୍ତରୀ ଛାତ୍ରୀଙ୍କ ନାମ ସୁଭାନି ପଟ୍ଟନାୟକ। ତାଙ୍କ ଘର ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁରୀ ପାଠ…

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୧୦ ଜିଲ୍ଲାରେ କାଳବୈଖାଖୀ ସମ୍ଭାବନା: ୟେଲୋ ୱାର୍ଣ୍ଣିଂ ଜାରି

ସଂପ୍ରତି ରାଜ୍ୟରେ ଜାରି ରହିଥିବା ଗ୍ରୀଷ୍ମପ୍ରବାହ ଆଗକୁ ଆହୁରି ୫ ଦିନ ପର୍ଯ୍ୟନ୍ତ ଜାରି ରହିବ। ଦିନବେଳା ରାଜ୍ୟବାସୀ ପ୍ରବଳ ଗରମ ଓ ଅସହ୍ୟ ତାତିରେ ସିଝିବେ। ତେବେ, ଅପରାହ୍ନରୁ ବିଳମ୍ବିତ ସନ୍ଧ୍ୟା ମଧ୍ୟରେ କାଳବୈଶାଖୀ ଜନିତ ଝଡ଼ବର୍ଷା ଅସହ୍ୟ ତାତିରୁ କିଛିଟା ଆଶ୍ୱସ୍ତି ପ୍ରଦାନ…

ରଜରେ ବିଭତ୍ସ ହତ୍ୟା

ରକ୍ତ ସମ୍ପର୍କରେ ରକ୍ତ ବହିଲା । ସମ୍ପର୍କ ଭୁଲିଗଲା ପୁତୁରା । ବଡ ବାପା ଓ ଭାଇକୁ ଗୋଡାଇ ଗୋଡାଇ ହାଣିଲା ପୁତୁରା । ରାଇବଣିଆ ଥାନା କବାଟଘାଟି ଗାଁରେ ଏପରି ଏକ ହତ୍ୟାକାଣ୍ଡ ଘଟିଛି । ଦୁଇ ମୃତକ ହେଲେ ହାରା ବିନ୍ଧାଣି ଓ କ୍ରିଷ୍ଣା ବିନ୍ଧାଣି । ହତ୍ୟା ଅଭିଯୁକ୍ତ ପ୍ରଫୁଲ୍ଲ ବିନ୍ଧାଣି ଏବେ…

୧୯ରେ ମହାପ୍ରଭୁଙ୍କ ନବଯୌବନ ଦର୍ଶନ, ଦିନ ୧୧ଟାରୁ ଦର୍ଶନ ବନ୍ଦ

୧୯ ତାରିଖରେ ଶ୍ରୀଜିଉଙ୍କର ମାତ୍ର ୩ ଘଣ୍ଟା ନବ ଯୌବନ ଦର୍ଶନ ହେବ। ଏନେଇ ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସ ସୂଚନା ଦେଇଛନ୍ତି। ସେ କହିଛନ୍ତି, ସକାଳ ୮ଟାରୁ ୯ଟା ଯାଏ ପରିମାଣିକ ଦର୍ଶନ ବ୍ୟବସ୍ଥା ରହିବ। ସକାଳ ୮ଟାରୁ ୯ଟା ଯାଏ ପାରମାଣିକ…

ଏନ୍‌ଏସିର ଯୁବ ବିଜେଡି ନେତା କାହ୍ନୁ ସାହୁଙ୍କୁ ଗୁଳିମାଡ଼ 

ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଏନ୍‌ଏସିର ଯୁବ ବିଜେଡି ନେତା କାହ୍ନୁ ସାହୁଙ୍କୁ ବୁଧବାର ରାତି ୧୧ଟାରେ ଗୁଳିମାଡ଼ ହୋଇଥିବା ଅଭିଯୋଗ ହୋଇଛି। କାରରେ ସେ ଘରକୁ ଫେରୁଥିବା ବେଳେ ତାଙ୍କ ଉପରକୁ ଗୁଳି ମାଡ଼ ହୋଇଥିଲା । ତାଙ୍କ ଡାହାଣ ହାତ ଓ ଜଙ୍ଘରେ ବାଜିଛି। ଗୁରୁତର ଅବସ୍ଥାରେ ତାଙ୍କୁ…

ଓଡ଼ିଶାର ଗଣପର୍ବ ରଜ

ଓଡ଼ିଶାର ଗଣପର୍ବ ରଜ । ଏହା ରାଜ୍ୟର ଏକ ପାରମ୍ପରିକ ପର୍ବ ହୋଇଥିବା ବେଳେ ଏହାକୁ ଚାରିଦିନ ଧରି ପାଳନ କରାଯାଇଥାଏ। ରଜ ସଂକ୍ରାନ୍ତିର ପୂର୍ବଦିନ ପହିଲି ରଜ, ଦ୍ୱିତୀୟ ଦିନ ରଜ ସଂକ୍ରାନ୍ତି, ତୃତୀୟ ଦିନ ଭୂମିଦାହ ବା ଭୂମି ଦହନ, ଚତୁର୍ଥ ତଥା ଅନ୍ତିମ ଦିନ ବସୁମତୀ ସ୍ନାନ ଭାବେ ପାଳନ ହୁଏ। …

ସ୍ବାମୀଙ୍କ ପାଇଁ ଭାଗ୍ୟଶାଳୀ ହୋଇଥାନ୍ତି ଏଭଳି ସ୍ତ୍ରୀମାନେ

ସାମୁଦ୍ରିକ ଶାସ୍ତ୍ରରେ ଶରୀରର ରଙ୍ଗ,ରୂପ ଏବଂଆକାରକୁ ଆଧାର କରି ଭବିଷ୍ୟତ ବିଷୟରେ ଅନେକ କଥା କୁହାଯାଇପାରେ। ସାମୁଦ୍ରିକ ଶାସ୍ତ୍ରରେ କୁହାଯାଇଛି ଯେ ସ୍ତ୍ରୀମାନଙ୍କର ରଙ୍ଗ ଏବଂ ମୁହଁର ଭଙ୍ଗୀ ଦେଖି ଭବିଷ୍ୟତ ବିଷୟରେ ଆକଳନ କରାଯାଇପାରିବ। ଯେଉଁ ସ୍ତ୍ରୀର ମୁହଁ ଚନ୍ଦ୍ରମା ଭଳି ଗୋଲ , ଶରୀରର…