ବିଦ୍ୟୁତ କାଟ ସମସ୍ୟାକୁ ଦୁରପାଇଁ ତତକାଳ ପଦକ୍ଷେପ ନିଅ: ପ୍ରଦୀପ ଜେନା
ବିଦ୍ୟୁତ କାଟକୁ ନେଇ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ବସିଥିବା ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ। ହୋଇଛି। ଉକ୍ତ ବୈଠକରେ ବିଜୁଳି ସମସ୍ୟା ନେଇ ଆଲୋଚନା ହୋଇଛି। ବିଶେଷ କରି କାଳବୈଶାଖୀ ପରେ ପୁନରୁଦ୍ଧାର କାର୍ଯ୍ୟ କିପରି ଶୀଘ୍ର ହୋଇ ପାରିବ ଏବଂ ଯେଉଁଠି ବିଦ୍ୟୁତ ସମସ୍ୟା ହେଉଛି ତାକୁ!-->…
