ପ୍ରକାଶ ପାଇଲା ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷାଫଳ
ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ପ୍ରକାଶ ପାଇଛି । ବିଜ୍ଞାନରେ ପାସ୍ ହାର ୮୪.୯୩ ପ୍ରତିଶତ ରହିଛି। ବାଣିଜ୍ୟରେ ୮୧ ଦଶମିକ ୧୨ ପ୍ରତିଶତ ଛାତ୍ରଛାତ୍ରୀ ପାସ୍ କରିଛନ୍ତି।
ଆଜି ଭୁବନେଶ୍ୱରର ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସୁଦାମ!-->!-->!-->…
