କେନ୍ଦ୍ରର ଅଧ୍ୟାଦେଶ ବିରୋଧରେ ଆପକୁ ସମର୍ଥନ କରିବ ନାହିଁ କଂଗ୍ରେସ
ଦିଲ୍ଲୀରେ ପ୍ରଶାସନିକ ଅଧିକାରୀଙ୍କ ନିଯୁକ୍ତି ଏବଂ ବଦଳି ପ୍ରସଙ୍ଗରେ କେନ୍ଦ୍ର ସରକାରଙ୍କ ଅଧ୍ୟାଦେଶ ବିରୋଧରେ ସମର୍ଥନ ହାସଲ ପାଇଁ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ସମ୍ପ୍ରତି ଉଦ୍ୟମ ଜାରି ରଖିଛନ୍ତି । ଏଥିପାଇଁ ସେ ସମସ୍ତ ବିରୋଧୀ ଦଳର ମୁଖ୍ୟଙ୍କୁ ଭେଟି ଆଲୋଚନା କରୁଛନ୍ତି। କିନ୍ତୁ!-->…
