ଓଡିଶାକୁ ନାହିଁ ବାତ୍ୟା ଭୟ
ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଶନିବାର ଦିନ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଘୂର୍ଣ୍ଣିବଳୟଟି ଏବେ ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଓ ଏହାର ସଂଲଗ୍ନ ଅଞ୍ଚଳରେ ରହିଥିବା ବେଳେ ବାୟୁମଣ୍ଡଳର ମଧ୍ୟଭାଗ ପର୍ଯ୍ୟନ୍ତ ପରିବ୍ୟାପ୍ତ ହୋଇଛି। ଏହା ପ୍ରଭାବରେ ଆସନ୍ତାକାଲି ସକାଳ ସୁଦ୍ଧା ସେହି!-->…
