Odia News Portal

ଲାଞ୍ଚ ନେବା ବେଳେ ଧରାପଡ଼ିଲେ ସେକ୍ସନ ଅଫିସର

୧୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ଭୁବନେଶ୍ୱର ସ୍ଥିତ ଖାଦ୍ୟ ସୁରକ୍ଷା କମିଶନରଙ୍କ ଅଫିସର ସେକ୍ସନ ଅଫିସର ଗିରିଜା ଶଙ୍କର ଦାସ।ଜଣେ ଔଷଧ ଦୋକାନୀଙ୍କ ଠାରୁ ସେ ଏହି ଲାଞ୍ଚ ନେଉଥିଲେ। ଉକ୍ତ ଔଷଧ ଦୋକାନୀଙ୍କ ଦୋକାନର ଫାର୍ମାସିଷ୍ଟଙ୍କ ନାଁ ବଦଳାଇବା ପାଇଁ…

ଓଡ଼ିଶାକୁ ଦିଅ ଅଧିକ ଦୁଇ ବନ୍ଦେ ଭାରତ ଏକ୍ସପ୍ରେସ୍: ନବୀନ

ଓଡ଼ିଶା ଦେଇ ଅଧିକ ଦୁଇଟି ବନ୍ଦେ ଭାରତ ଏକ୍ସେପ୍ରସ ଚଳାଚଳ କରୁ । ଗୋଟିଏ ପୁରୀରୁ ସମ୍ବଲପୁର ଦେଇ ରାଉରକେଲା ଏବଂ ଅନ୍ୟଟି ଭୁବନେଶ୍ବରରୁ ହାଇଦ୍ରାବାଦ ମଧ୍ୟରେ ଚଳାଚଳ କରୁ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିକଟରେ ଏ ଦାବି ରଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଓଡ଼ିଶାର…

ଏହି ସବୁ ଜିଲ୍ଲାରେ ଗଡ଼ିବ “ମୋ ବସ୍”

ସମ୍ବଲପୁର, ଝାରସୁଗୁଡା ଓ ଗଞ୍ଜାମ ଜିଲ୍ଲାରେ ଗଡ଼ିବ ମୋ ବସ୍ । ସମ୍ବଲପୁର-ଝାରସୁଗୁଡା-ବ୍ରଜରାଜନଗର-ବେଲପାହାଡରେ ଚାଲିବ ମୋ ବସ୍ । ବ୍ରହ୍ମପୁର-ଗୋପାଳପୁର-ହିଞ୍ଜିଳିକାଟୁ-ଦିଗପହଣ୍ଡିରେ ବି ଚାଲିବ । ସିଆରୟୁଟି ଦ୍ୱାରା ମୋ ବସ୍ ଚାଲିବା ନେଇ ନଗର ଉନ୍ନୟନ ବିଭାଗର ବିଜ୍ଞପ୍ତି ପ୍ରକାଶ ପାଇଛି…

ମାଟ୍ରିକ ପରୀକ୍ଷାର କୃତି ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଆଜି ପ୍ରକାଶ ପାଇଥିବା ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷାର କୃତି ଛାତ୍ରଛାତ୍ରୀମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପରୀକ୍ଷା ଦେଇଥିବା ସମସ୍ତ ଛାତ୍ରଛାତ୍ରୀଙ୍କ ଉଦ୍ୟମକୁ ପ୍ରଶଂସା କରିଛନ୍ତି ମୁଖ୍ୟମନ୍ତ୍ରୀ । ଫଳାଫଳ ନିର୍ବିଶେଷରେ ଜୀବନରେ ସଫଳ ହେବା ସହ ସମାଜ ପାଇଁ…

ପୁଣି ଥରେ ଥାନାର ଦ୍ୱାରସ୍ଥ ହେଲେ ସାଂସଦ ଅନୁଭବ

ପୁଣି ଥାନାର ଦ୍ୱାରସ୍ଥ ହେଲେ ସାଂସଦ ଅନୁଭବ ମହାନ୍ତି । କଟକ ପୁରୀଘାଟ ଥାନାରେ ଏତଲା ଦେଇଛନ୍ତି । ୨୦୨୦ରେ ଏକ ଘଟଣାରେ ଏତଲା ଦେଇଛନ୍ତି ଅନୁଭବ । ଏତଲା ପରେ ମାମଲା ରୁଜୁ କରିଛି ପୋଲିସ । କିଛି ସାମାଜିକ କର୍ମୀଙ୍କ ବିରୋଧରେ ଅଭିଯୋଗ କରିଛନ୍ତି ଅନୁଭବ । ରେ ଦର୍ଶାଇଛନ୍ତି ମାନବାଧିକାର…

ପୁର୍ବ ଶତୃତାକୁ କେନ୍ଦ୍ର କରି ବୃଦ୍ଧକୁ ଭୁଜାଲି ଆକ୍ରମଣ

ଭୁଜାଲି ଆକ୍ରମଣରେ ବୃଦ୍ଧ ଗୁରୁତ୍ତର। ପେଟରେ ଆଘାତ ହୋଇଥିବାରୁ ପ୍ରଚୁର ରକ୍ତସ୍ରାବ ହୋଇଥିଲା। ଘଟଣା ସ୍ଥଳରେ ପୋଲିସ ପହଞ୍ଚି ବୃଦ୍ଧଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଥିବା ଜଣାପଡିଛି। ତେବେ ପୂର୍ବ ଶତ୍ରୁତାକୁନେଇ ଭୁଜାଲି ଆକ୍ରମଣ ହୋଇଥିବା କୁହାଯାଇଛି। ତେବେ ଏଭଳି ଏକ…

ପାସ୍ ହାରରେ କଟକ-ଜଗତସିଂହପୁର ଆଗରେ, ମାଲକାନଗିରି ପଛରେ

ଚଳିତବର୍ଷ ମାଟ୍ରିକ୍ ପରୀକ୍ଷା ଫଳାଫଳ ପ୍ରକାଶ ପାଇଛି । ଏଥର ପାସ୍ ହାରରେ କଟକ-ଜଗତସିଂହପୁରରେ ସର୍ବାଧିକ ୯୭.୯୯ ପ୍ରତିଶତ ରହିଥିବାବେଳେ ମାଲକାନଗିରିରେ ସର୍ବନିମ୍ନ ୯୨.୬୮ ପ୍ରତିଶତ ପାସ୍ ହାର ରହିଛି । ଚଳିତ ବର୍ଷର ପାସହାର ୯୬.୪୦ % ରହିଛି । ମୋଟ ୫ଲକ୍ଷ ୧୬ହଜାର ୪୨୬ ପିଲା ପାସ୍…

ଗୁରୁବାରଠୁ ପୁରୀ-ହାୱଡା ଗଡିବ ବନ୍ଦେ ଭାରତ ଏକ୍ସପ୍ରେସ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭର୍ଚୁଆଲ ମାଧ୍ୟମରେ ଶୁଭାରମ୍ଭ କରିବେ। ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସହ ପୁରୀ ବିଧାୟକ ଉପସ୍ଥିତ ରହିବେ। ପୁରୀରୁ ଟ୍ରେନ ଛାଡିଲେ ଖୋର୍ଦ୍ଧା ରୋଡ,…

୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ

ପୁରୀ ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ସେନେଇ ବୁଧବାର ୪ ଘଣ୍ଟା ପାଇଁ ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି। ଏହା ଏକ ଗୁପ୍ତ ନୀତି ସେବା ହୋଇଥିବାରୁ ସନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏ ଦର୍ଶନ ବନ୍ଦ ରହିବ। ଏହି ନୀତି…

ଅଷ୍ଟ୍ରେଲିଆରେ ଅନୁଷ୍ଠିତ ହେବାକୁ ଥିବା କ୍ୱାର୍ଡ ବୈଠକକୁ ରଦ୍ଦ

ଅଷ୍ଟ୍ରେଲିଆରେ ମେ’୨୪ ତାରିଖରେ ଅନୁଷ୍ଠିତ ହେବାକୁ ଥିବା କ୍ୱାର୍ଡ ବୈଠକକୁ ରଦ୍ଦ କରିଦିଆଯାଇଛି। ପ୍ରଧାନମନ୍ତ୍ରୀ ଆନ୍ଥୋନି ଆଲବାନିସ ବୁଧବାର ଏନେଇ ସୂଚନା ଦେଇଛନ୍ତି। ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ଏହି ବୈଠକରେ ଯୋଗ ଦେଇପାରିବେନି ବୋଲି ଏଭଳି ନିଷ୍ପତ୍ତି ନିଆଯାିଥିବା ଜଣାପଡିଛି। …