ସମ୍ଭାବ୍ୟ ଗ୍ରୀଷ୍ମକାଳୀନ ବାତ୍ୟାର ମୁକାବିଲା ପାଇଁ ସରକାର ପ୍ରସ୍ତୁତ: ରାଜସ୍ୱ ମନ୍ତ୍ରୀ ପ୍ରମିଳା ମଲ୍ଲିକ
ସମ୍ଭାବ୍ୟ ଗ୍ରୀଷ୍ମକାଳୀନ ବାତ୍ୟାର ମୁକାବିଲା ପାଇଁ ନେବାକୁ ଥିବା ପଦକ୍ଷେପ ସଂପର୍କରେ ଗଣମାଧ୍ୟମର ପ୍ରତିନିଧିମାନଙ୍କୁ ସୂଚନା ଦେଇ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ପ୍ରମିଳା ମଲ୍ଲିକ କହିଛନ୍ତି ଯେ, ମଇ ମାସ ୧ ତାରିଖରୁ ବିଭାଗ ଓ ଜିଲ୍ଲାମାନଙ୍କରେ ୨୪ ଘଣ୍ଟିଆ ନିୟନ୍ତ୍ରଣ କକ୍ଷ!-->…
