କୋଇଲା ଖଣିକୁ ନେଇ ହିଂସା, ୧୫ ମୃତ, ଏକାଧିକ ଗୁରୁତର
ପାକିସ୍ତାନର ଉତ୍ତର-ପଶ୍ଚିମ ଅଞ୍ଚଳରେ ଏକ କୋଇଲା ଖଣିର ସୀମାକୁ ନେଇ ଦୁଇ ଜନଜାତିଙ୍କ ମଧ୍ୟରେ ସଂଘର୍ଷ ଘଟି ୧୫ ଜଣଙ୍କର ମୃତ୍ୟୁ ଘଟିଛି ବୋଲି ନ୍ୟୁଜ୍ ଏଜେନ୍ସି ପିଟିଆଇ ସୂତ୍ରରୁ ପ୍ରକାଶ। ଗୋଟିଏ କୋଇଲା ଖଣିରୁ କୋଇଲା ଉତ୍ତୋଳନର ଅଧିକାରକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ହିଂସା ଓ ରକ୍ତାକ୍ତ!-->…
