ବିଧାୟିକା ଭାବେ ଶପଥ ନେବା ପରେ ଦୀପାଳିଙ୍କ ପ୍ରଥମ ପ୍ରତିକ୍ରିୟା
ବିଧାୟିକା ଶପଥ ନେଇଛନ୍ତି ଦୀପାଳି ଦାସ । ବିଧାୟିକା ଭାବେ ଇଶ୍ୱରଙ୍କ ନାଁରେ ଶପଥ ନେବା ପରେ ଦୀପାଳି କହିଛନ୍ତି, ସାମ୍ବିଧାନିକ ନୀତି ନିୟମ ଅନୁଯାୟୀ ଶପଥ ନେଇଛି । ସର୍ବଦା ଝାରସୁଗୁଡାବାସୀଙ୍କ ସେବା କରିବି । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଦଳ ପାଇଁ ନିଷ୍ଠାର ସହ କାମ କରିବି । ବାପାଙ୍କ!-->…
