Odia News Portal

ବିଶ୍ବସ୍ତରୀୟ ହେବ ମା’ ସମଲେଶ୍ବରୀ ପୀଠ: ବିକାଶ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ସମ୍ବଲପୁର ମା’ ସମଲେଶ୍ବରୀ ପୀଠର ସମସ୍ତ କାର୍ଯ୍ୟ ବିଶ୍ବସ୍ତରୀୟ ହେବ। ଓଡ଼ିଶାର ପ୍ରସିଦ୍ଧ ଶକ୍ତିପୀଠ ମା’ ସମଲେଶ୍ବରୀଙ୍କ ପୀଠରେ ବର୍ଷବ୍ୟାପୀ ଭକ୍ତ, ଶ୍ରଦ୍ଧାଳୁ ଓ ପର୍ଯ୍ୟଟକଙ୍କ ଭିଡ଼ ଲାଗି ରହିଥାଏ। ଏଥିସହିତ ସମ୍ବଲପୁର ଜିଲ୍ଲାର ମଧ୍ୟ ଓଡ଼ିଶା ପର୍ଯ୍ୟଟନ ମାନଚିତ୍ରରେ ପ୍ରସିଦ୍ଧି ରହିଛି।…

ବାଲିଯାତ୍ରା ପଡ଼ିଆ ହେବ ‘ନୋ ଡ୍ରୋନ୍ ଜୋନ୍’,ନଭେମ୍ବର ୧ରୁ ନଭେମ୍ବର ୧୫ ଯାଏ କଟକଣା

ବାଲିଯାତ୍ରା ସମୟରେ ବାଲିଯାତ୍ରା ପଡ଼ିଆଠାରୁ ୫ କି.ମି. ପରିଧି ଭିତରେ ଉଡିପାରିବନି ଡ୍ରୋନ୍।  ନଭେମ୍ବର ୧ରୁ ନଭେମ୍ବର ୧୫ ଯାଏ, ତଳ ଓ ଉପର ବାଲିଯାତ୍ରା ପଡ଼ିଆକୁ ନୋ ଡ୍ରୋନ୍ ଜୋନଭାବେ ଘୋଷଣା କରିଛି ଜିଲ୍ଲା ପ୍ରଶାସନ ।  ବାଲିଯାତ୍ରା ୫ ନଭେମ୍ବରରୁ ୧୨ ନଭେମ୍ବର ଯାଏ ଚାଲିବ।୬୦ ଏକର ଜାଗାରେ…

ରାଜଧାନୀରେ ପ୍ରବଳ ବର୍ଷା: ରାସ୍ତାରେ ଲହଡ଼ି ଭାଙ୍ଗୁଛି ପାଣି, ବିଭିନ୍ନ ସ୍ଥାନରେ ଟ୍ରାଫିକ ସମସ୍ୟା

ରାଜଧାନୀରେ ପ୍ରବଳ ବର୍ଷା । ଭୁବନେଶର ଆକାଶରେ ହଠାତ ଘୋଟି ଆସିଲା କଳାହାଣ୍ଡିଆ ମେଘ । ଏହା ପରେ ଆରମ୍ଭ ହୋଇଛି ବିଜୁଳି ଏବଂ ଘଡ଼ଘଡ଼ି ସହ ବର୍ଷା । ବର୍ଷା ସହ ପବନ ମଧ୍ୟ ହେଉଛି । ରାସ୍ତାରେ ଲହଡ଼ି ଭାଙ୍ଗୁଛି ପାଣି । ପ୍ରବଳ ବର୍ଷା ଯୋଗୁଁ ବିଭିନ୍ନ ସ୍ଥାନରେ ଟ୍ରାଫିକ ସମସ୍ୟା ଦେଖାଦେଇଛି ।…

ମହାବଳ ପାଇଁ ସାତକୋଶିଆ ପ୍ରସ୍ତୁତ: ସରକାରଙ୍କ ସବୁଜ ସଂକେତକୁ ଅପେକ୍ଷା, ୧୨ଟି ବାଘ ଏଠାରେ ଛାଡ଼ିବାକୁ ଯୋଜନା

ସାତକୋଶିଆରେ ପୁଣି ଶୁଭିବ ମହାବଳର ଗର୍ଜନ। ଘଞ୍ଚ ଜଙ୍ଗଲରେ ବୁଲିବେ ଏକାଧିକ ମହାବଳ ବାଘ। ଏଥିପାଇଁ କ୍ଷେତ୍ର ପ୍ରସ୍ତୁତ ‌ହୋଇଗଲାଣି। କେବଳ ସରକାରଙ୍କ ସବୁଜ ସଙ୍କେତକୁ ଅପେକ୍ଷା। ସରକାରଙ୍କ ଅନୁମତି ମିଳିଲେ ବାହାର ରାଜ୍ୟରୁ ବାଘ ଆଣି ଏଠାରେ ଛାଡ଼ିବାକୁ ବନ ବିଭାଗ ଯୋଜନା କରିଛି।…

ରାଜସ୍ଥାନରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ, ଟ୍ରାକରୁ ଖସିଲା ୩୬ରୁ ଅଧିକ ବଗି, ଅନେକ ଟ୍ରେନ ପ୍ରଭାବିତ

ରାଜସ୍ଥାନର ଶ୍ରୀମାଧେପୁରର ନ୍ୟୁ ରେଲୱେ ଷ୍ଟେସନ ନିକଟରେ ବଡ଼ ଦୁର୍ଘଟଣା । ମାଲବାହୀ ଟ୍ରେନ ଲାଇନଚ୍ୟୁତ ହୋଇଛି । ଫଳରେ ଟ୍ରାକରୁ ୩୬ରୁ ଅଧିକ ଡବା ଲାଇନଚ୍ୟୁତ ହୋଇଥିବା ଜଣାପଡିଛି । ଟ୍ରେନ ବଗିଗୁଡିକ ପରସ୍ପର ଉପରେ ମାଡ଼ି ହୋଇପଡିଛି । ଏହି ଘଟଣା ପରେ ଟ୍ରେନ ଚଳାଚଳା ବାଧାପ୍ରାପ୍ତ ହୋଇଛି ।…

ଦନ୍ତାହାତୀର ମୃତଦେହ ଉଦ୍ଧାର

ଦେବଗଡ଼ଜିଲ୍ଲା ରିଆମାଳ ଫରେଷ୍ଟ ରେଞ୍ଜ ରେଙ୍ଗାଳବେଡ଼ା ସେକ୍ସନ ଟିଙ୍କବୀର ବିଟ୍ ଅନ୍ତର୍ଗତ କାଉଁଶିତଇଲାଠାରେ ଦନ୍ତାହାତୀର ମୃତଦେହ ଉଦ୍ଧାର ହୋଇଛି। କୌଣସି କାରଣରୁ ବିଳମ୍ବିତ ରାତିରେ ହାତୀର ମୃତ୍ୟୁ ଘଟିଥିବା ବେଳେ ଭୋର ସକାଳୁ ଖବର ପାଇ ରେଞ୍ଜର ନିରଞ୍ଜନ ଧରୁଆ, ଫରେଷ୍ଟର ପ୍ରଦୀପ…

ଅନୁଗୁଳ ଜିଲ୍ଲାରେ ୩ ନାବାଳିକା ରହସ୍ୟମୟ ଭାବରେ ନିଖୋଜ

ଏକ ଅଦ୍ଭୁତ ଘଟଣାକ୍ରମେ, ମଙ୍ଗଳବାର ସନ୍ଧ୍ୟାରେ ଅନୁଗୁଳ ଜିଲ୍ଲାରୁ ତିନି ଜଣ ନାବାଳିକା ଝିଅ ନିଖୋଜ ହୋଇଯାଇଥିବା ଅଭିଯୋଗ ହୋଇଛି । ଏହି ଘଟଣା ଜିଲ୍ଲାର କଣିହା ବ୍ଲକର ସୁଶାବା ପଞ୍ଚାୟତ ଅନ୍ତର୍ଗତ ପୋଡାଗଡ଼ ଗ୍ରାମର କଦଳୀପାଳ ସାହିରେ ଘଟିଛି । ସୂଚନା ଅନୁଯାୟୀ, ଅନୁଗୁଳର ପୋଡାଗଡ଼ ଗ୍ରାମରୁ…

ନୂଆପଡ଼ା ଉପ ନିର୍ବାଚନ, ଘାସିରାମ ମାଝୀଙ୍କ ନାଁରେ କଂଗ୍ରେସର ମୋହର

ଉପ ନିର୍ବାଚନ ବିଗୁଲ ପରେ ଏବେ ନୂଆପଡ଼ାରେ ବଢିଛି ରାଜନୈତିକ ଉଷ୍ମତା । ନୂଆପଡ଼ା ଉପନିର୍ବାଚନ ପାଇଁ କଂଗ୍ରେସର ପ୍ରାର୍ଥୀ ଘୋଷଣା। ଘାସିରାମ ମାଝୀଙ୍କ ନାଁରେ ମୋହର ମାରିଲା ଦଳ। ଏନେଇ ଏଆଇସିସି ପକ୍ଷରୁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ଘାସିରାମଙ୍କୁ ପ୍ରାର୍ଥୀ…

ଆମ ବସ୍ ଭିତରେ ଆକ୍ରମଣ କଲେ ଦୁର୍ବୃତ୍ତ, ବିରୋଧ କରିବାରୁ ଯାତ୍ରୀଙ୍କୁ ମାଡ଼

ଆମ ବସ୍ ଭିତରେ ପଶି ହାଣିଲେ ଦୁର୍ବୃତ୍ତ । ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବସ ଭିତରେ ପଶି ଆକ୍ରମଣ କଲା ଦୁର୍ବୃତ୍ତ । ପୁରୀ ଜିଲ୍ଲା କଣାସ ହରଷପଡାରୁ ସତ୍ୟବାଦୀ ଶୁକଳକୁ ଯାଉଥିବା ଆମ ବସରେ ଯାତ୍ରୀଙ୍କୁ ଆକ୍ରମଣ । ଏକ ଧାରୁଆ ଅସ୍ତ୍ରରେ ଆକ୍ରମଣ କରିବା ବେଳେ ଯାତ୍ରୀ ବିରୋଧ କରିବାରୁ…

ଆଜିଠୁ କାର୍ତ୍ତିକ ବ୍ରତ ଆରମ୍ଭ: ଶ୍ରୀକ୍ଷେତ୍ରରେ ହବିଷିଆଳୀଙ୍କ ଭିଡ଼, ଶୃଙ୍ଖଳିତ ଦର୍ଶନ ଓ ସୁରକ୍ଷା ପାଇଁ ବ୍ୟବସ୍ଥା

ଆଜିଠୁ କାର୍ତ୍ତିକ ବ୍ରତ ଆରମ୍ଭ । ଏନେଇ ଶ୍ରୀକ୍ଷେତ୍ରରେ ଅନୁଷ୍ଠିତ ହେଉଛି ସ୍ବତନ୍ତ୍ର ନୀତିକାନ୍ତି । ସକାଳୁ ସକାଳୁ ବିଭିନ୍ନ ତୀର୍ଥ ପୁଷ୍କରିଣୀରେ ସଂକଳ୍ପ କରି ବ୍ରତ ଆରମ୍ଭ କରିଛନ୍ତି ହବିଷ୍ୟାଳୀ । ଆଜି ଠାରୁ ଏକ ମାସ ପର୍ଯ୍ୟନ୍ତ ବ୍ରତ ପାଳନ କରିବେ ହବିଷ୍ୟାଳି l ପୁରୀ ର ୫ ଟି…