ଝାରସୁଗୁଡ଼ା ନିର୍ବାଚନ ଫଳାଫଳ : ଆସିଲା ପ୍ରାରମ୍ଭିକ ଟ୍ରେଣ୍ଡ; ଜାଣନ୍ତୁ କିଏ ଆଗରେ କିଏ ପଛରେ
ଝାରସୁଗୁଡ଼ା ନିର୍ବାଚନ ପାଇଁ ଭୋଟ୍ ଗଣତି ଜାରି ରହିଛି । ଏହାରି ଭିତରେ ପ୍ରାରମ୍ଭିକ ଟ୍ରେଣ୍ଡ ସାମ୍ନାକୁ ଆସିଛି । ପ୍ରଥମ ରାଉଣ୍ଡର ଗଣତିରେ ବିଜେଡି ପ୍ରାର୍ଥୀ ଦୀପାଳି ଦାସ ତାଙ୍କର ନିକଟତମ ବିଜେପି ପ୍ରାର୍ଥୀ ଟଙ୍କଧର ତ୍ରିପାଠୀଙ୍କ ଠାରୁ ୨୭୦୬ ଭୋଟରେ ଆଗୁଆ ଅଛନ୍ତି । ପ୍ରଥମ ରାଉଣ୍ଡରେ!-->…
