ଶୂନ୍ୟକାଳରେ କେନ୍ଦ୍ର ଅବହେଳା କଥା ଉଠାଇଲେ ବିଜେଡି ବିଧାୟକ ଅରୁଣ ସାହୁ
ଶୂନ୍ୟକାଳରେ କେନ୍ଦ୍ର ଅବହେଳା କଥା ଉଠାଇଲେ ବିଜେଡି ବିଧାୟକ ଅରୁଣ ସାହୁ। ଗମନାଗମନ ପ୍ରସଙ୍ଗକୁ ନେଇ ନେଇ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କଲେ ବିଜେଡି ବିଧାୟକ। ଖୋର୍ଦ୍ଧା ବଲାଙ୍ଗୀର ପ୍ରକଳ୍ପ ଉଠାଇ ସେ କହିଥିଲେ, ରେଳ ବଜେଟରେ କେନ୍ଦ୍ର ସରକାର ଯାହା ଅର୍ଥ ଘୋଷଣା କରନ୍ତି, ତାହା!-->…
