ରକ୍ତ ଜୁଡୁବୁଡୁ ଅବସ୍ଥାରେ ଶିକ୍ଷକଙ୍କ ମୃତଦେହ ଉଦ୍ଧାର
ସମ୍ବଲପୁର ଜିଲ୍ଲା କୁଚିଣ୍ଡା ସହରସ୍ଥ ଖର୍ଲା ବାଇପାସ୍ ବ୍ରିଜ୍ ନିକଟରେ ଆଜି ସକାଳେ ଜଣେ ଶିକ୍ଷକଙ୍କ ରକ୍ତ ଜୁଡୁବୁଡୁ ଅବସ୍ଥାରେ ମୃତଦେହ ଠାବ ହୋଇଛି। ତାଙ୍କୁ କେହି ଦୁର୍ବୃତ୍ତ ଗଳାକାଟି ହତ୍ୟା କରିଥିବାର ସନ୍ଦେହ କରାଯାଉଛି।ସୂଚନା ଅନୁଯାୟୀ , କୁଚିଣ୍ଡାର ଖର୍ଲା ବାଇପାସ୍ ବ୍ରିଜ୍ ନିକଟରେ!-->…
