ଆଜି ଶିମିଳିପାଳ ଅଭୟାରଣ୍ୟ ପରିଦର୍ଶନ କରିବେ ରାଷ୍ଟ୍ରପତି
ତିନି ଦିନିଆ ଓଡ଼ିଶା ଗସ୍ତର ଆଜି ଦ୍ୱିତୀୟ ଦିନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶିମିଳିପାଳ ଅଭୟାରଣ୍ୟ ଭ୍ରମଣ କରିବେ । ଦିନ ୧୨ଟାରେ ରାଷ୍ଟ୍ରପତି ଶିମିଳିପାଳରେ ପହଞ୍ଚିବା ପରେ ସେଠାରେ ଅଢେଇ ୨ଟା ୩୦ ମିନିଟ ପର୍ଯ୍ୟନ୍ତ ରହିବେ। ଏହାପୂର୍ବରୁ ପଣ୍ଡିତ ରଘୁନାଥ ମୁର୍ମୁଙ୍କ!-->…
