ଆହତ ରାହୁଲ ଆଇପିଏଲରୁ ବାଦ୍
ଆଇପିଏଲ୍ ଟିମ୍ ଲକ୍ଷ୍ନୌ ସୁପର ଜାଏଣ୍ଟସକୁ ଲାଗିଛି ବଡ଼ ଝଟକା। ଆଘାତ କାରଣରୁ ଦଳର ଅଧିନାୟକ କେ.ଏଲ୍ ରାହୁଲ ଆଇପିଏଲର ଅବଶିଷ୍ଟ ମ୍ୟାଚରୁ ବାଦ୍ ପଡିଛନ୍ତି । ସୂଚନା ଅନୁଯାୟୀ, ରୟାଲ ଚାଲେଞ୍ଜର୍ସ ବାଙ୍ଗାଲୋର ବିପକ୍ଷ ମ୍ୟାଚରେ ଫିଲ୍ଡିଂ ବେଳେ ରାହୁଲଙ୍କ ଜଙ୍ଘରେ ଆଘାତ ଲାଗିଥିଲା । ତାଙ୍କ!-->…
