ଆଉ ଏକ ଗ୍ରୀଷ୍ମ ବାତ୍ୟା ଆଶଙ୍କା: ଉଚ୍ଚସ୍ତରୀୟ ବୈଠକରେ ସ୍ଥିତିର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, ଆଗୁଆ ପ୍ରସ୍ତୁତ…
ଦକ୍ଷିଣ ବଙ୍ଗପୋସାଗରରେ ଏକ ଲଘୁଚାପ ଓ ପରବର୍ତ୍ତୀ ସମୟରେ ବାତ୍ୟା ସୃଷ୍ଟି ହେବା ସମ୍ଭାବନା ଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ଉଚ୍ଚସ୍ତରୀୟ ବୈଠକରେ ଅଧ୍ୟକ୍ଷତା କରି ଆଗୁଆ ପ୍ରସ୍ତୁତ ରହିବାକୁ ଦୃଢ ନିର୍ଦ୍ଦେଶ ଦେଇଛନ୍ତି।
ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଗ୍ରୀଷ୍ମ ଋତୁରେ ଯେଉଁ!-->!-->!-->…
