ବିରୋଧୀ ଦଳ ନେତାଙ୍କୁ ୫ଟି ଭୂତ ଘାରିଛି:ଅରୁଣ ସାହୁ
ଜାଲ ସାର୍ଟିଫିକେଟ ଓ କୋଟିଆ ବିବାଦକୁ ନେଇ ଗୃହରେ ମୁହାଁମୁହିଁ ହୋଇଛନ୍ତି ଶାସକ ଓ ବିରୋଧୀ। ଏହାକୁ ନେଇ ପ୍ରବଳ ହଟ୍ଟଗୋଳ ହେବା ଯୋଗୁ ଅପରାହ୍ଣ ୪ ଟା ପର୍ୟ୍ୟନ୍ତ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି।ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ଶୂନ୍ୟକାଳରେ ୫-ଟି ସ୍କୁଲକୁ କମ୍ପ୍ୟୁଟର!-->…
