ସମ୍ବଲପୁର ଜିଲ୍ଲାର ସମସ୍ତ ସୀମା ସିଲ୍
ହନୁମାନ ଜୟନ୍ତୀ ଶୋଭାଯାତ୍ରା ସମୟରେ ସମ୍ବଲପୁର ସହରରେ ଘଟିଥିବା ହିଂସାକାଣ୍ଡରୁ ସୃଷ୍ଟି ପରିସ୍ଥିତିର ମୁକାବିଲା ପାଇଁ ଆଉ ଏକ ପଦକ୍ଷେପ ନେଇଛି ପ୍ରଶାସନ। ସମ୍ବଲପୁର ଜିଲ୍ଲାର ସମସ୍ତ ସୀମାକୁ ସିଲ୍ କରିଦିଆଯାଇଛି। ଏନେଇ ଏସପି ବି. ଗଙ୍ଗାଧର ସୂଚନା ଦେଇଛନ୍ତି। ସମ୍ବଲପୁର ସ୍ଥିତି ନେଇ!-->…
