ଗ୍ରୀଷ୍ମ ପ୍ରବାହ ମୁକାବିଲା ପ୍ରସ୍ତୁତି ନେଇ ଆଜି ରାଜସ୍ୱ ମନ୍ତ୍ରୀ କରିବେ ବୈଠକ
ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହର ମୁକାବିଲା ନେଇ ଆଜି ରାଜସ୍ୱ ବିଭାଗର ବୈଠକ ବସୁଛି । ରାଜସ୍ୱ ମନ୍ତ୍ରୀ ପ୍ରମିଳା ମଲ୍ଲିକଙ୍କ ଅଧ୍ୟକ୍ଷତାରେ ଦିନ ୧୧ଟାରେ ବୈଠକ ହେବ । ଏଥିରେ ସ୍ୱତନ୍ତ୍ର ରିଲିଫ କମିଶନର ଓ ବିଭିନ୍ନ ବିଭାଗର ଅଧିକାରୀ ଉପସ୍ଥିତ ରହିବେ ।
ପୂର୍ବରୁ ଜିଲ୍ଲାସ୍ତରରେ!-->!-->!-->…
