ଅର୍ଚ୍ଚନା ନାଗଙ୍କୁ ମିଳିଲା ଜାମିନ
ଓଡ଼ିଶାରେ ଏକଦା ଚହଳ ପକାଇଥିବା ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗ ମାମଲାରେ ଏକ ନୂଆ ଅପଡେଟ୍ ଆସିଛି । ବେଆଇନ ଅର୍ଥ କାରବାର ମାମଲାରେ ପୂର୍ବରୁ ଅର୍ଚ୍ଚନା ଓ ତାଙ୍କ ସ୍ୱାମୀ ଜଗବନ୍ଧୁ ଗିରଫ ହୋଇ ଜେଲରେ ରହିଥିଲେ । ଗତମାସ ୧୫ ତାରିଖରେ ଜଗବନ୍ଧୁଙ୍କୁ ହାଇକୋର୍ଟ ଜାମିନ ପ୍ରଦାନ କରିଥିଲେ ।!-->…
