ବିଷ୍ଣୁପଦ ସେଠୀଙ୍କ ଅଡ଼ୁଆ ବଢ଼ିଲା: ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ ଖାରଜ
ବରିଷ୍ଠ ଆଇଏଏସ୍ ଅଧିକାରୀ ବିଷ୍ଣୁପଦ ସେଠୀଙ୍କ ଅଡ଼ୁଆ ବଢ଼ିଛି। ସିବିଆଇ ମାମଲାରେ ସମ୍ଭାବ୍ୟ ଗିରଫଦାରୀ ଏଡ଼ାଇବା ପାଇଁ ଶ୍ରୀ ସେଠୀ ଦାୟର କରିଥିବା ଆଗୁଆ ଜାମିନ ଆବେଦନକୁ ହାଇକୋର୍ଟ ଖାରଜ କରିଛନ୍ତି। ଜୁଲାଇ ୧୮ରେ ହାଇକୋର୍ଟ ଶ୍ରୀ ସେଠୀଙ୍କ ଆଗୁଆ ଜାମିନ ଆବେଦନର ଶୁଣାଣି ଶେଷ କରି ରାୟ!-->…
