ଆସନ୍ତା ଦୁଇ ଦିନ ଯାଏ ଝଡ଼ ବର୍ଷା, ଆଜି ପାଇଁ ୧୩ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ
ରାଜ୍ୟରେ ସକ୍ରିୟ ରହିଛି ପଶ୍ଚିମା ଝଡ଼ । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେଉଛି । ଆସନ୍ତା ଦୁଇ ଦିନ ଯାଏ ଝଡ଼ ବର୍ଷା ହେବ । ଆଜି ପାଇଁ ୧୩ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏସବୁ ଜିଲ୍ଲାଗୁଡ଼ିକ ହେଲା ଗଜପତି, ଗଞ୍ଜାମ,!-->…
