ଗଞ୍ଜାମକୁ ଦେଶର ଏକ ନମ୍ବର ଜିଲ୍ଲା କରିବାକୁ ହେବ ଉଦ୍ୟମ,କବିସୂର୍ଯ୍ୟନଗର ସମାବେଶରେ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ
ଗଞ୍ଜାମକୁ ଦେଶର ଏକ ନମ୍ବର ଜିଲ୍ଲା କରିବାକୁ ହେବ ଉଦ୍ୟମ । ଗଂଜାମ ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କବିସୂର୍ଯ୍ୟନଗର ସମାବେଶରେ ଏପରି ଆହ୍ୱାନ ଦେଇଛନ୍ତି । ଏହାସହ ସ୍ୱୟଂ ସହାୟକ ଗୋଷ୍ଠୀ ମହିଳାଙ୍କୁ ବିନା ସୁଧରେ ୨୮୦କୋଟିର ରୁଣ ପ୍ରଦାନ କରିଛନ୍ତି । ସେହିପରି ଗ୍ରାମକଣ୍ଠ!-->…
