୨୬ରୁ ପୁଣି ପଶ୍ଚିମାଝଡ ! ଚିନ୍ତାରେ ଚାଷୀ
ଆସନ୍ତା ୨୬ ତାରିଖରୁ ରାଜ୍ୟରେ ପୁଣି ପଶ୍ଚିମା ଝଡ଼ର ପ୍ରଭାବ ଦେଖିବାକୁ ମିଳିବ। ବିଭିନ୍ନ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବା ସାଙ୍ଗକୁ ଘଣ୍ଟା ପ୍ରତି ୩୦ରୁ ୪୦କିମି ବେଗରେ ପବନ ବହିବ। କିଛି କିଛି ଅଞ୍ଚଳରେ କୁଆପଥର ବର୍ଷା ବି ହୋଇପାରେ। ୨୭ ତାରିଖରୁ ବର୍ଷାର ବିସ୍ତୃତି!-->…
