ପାରାଦୀପକୁ ପେଟ୍ରୋକେମିକାଲ ହବ୍ କରାଯିବ: ଶିଳ୍ପମନ୍ତ୍ରୀ
ପୁଞ୍ଜିନିବେଶରେ ଜାତୀୟ ହାର ଠାରୁ ଓଡ଼ିଶା ଆଗରେ ରହିଛି। ଜାତୀୟ ହାର ୨୨ ପ୍ରତିଶତ ଥିବାବେଳେ ଓଡ଼ିଶାରେ ରହିଛି ୪୫ରୁ ୪୭ ପ୍ରତିଶତ। ବିଧାନସଭାରେ ଏଭଳି ତଥ୍ୟ ରଖିଛନ୍ତି ଶିଳ୍ପମନ୍ତ୍ରୀ ପ୍ରତାପ କେଶରୀ ଦେବ। ସେ କହିଛନ୍ତି, ମେକ ଇନ୍ ଓଡ଼ିଶା ୨୦୨୨ ଜରିଆରେ ୭୪୧ ଶିଳ୍ପ ପାଇଁ ଆଗ୍ରହ!-->…
