କୃଷି ମନ୍ତ୍ରୀ ଓ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ମୁହାଁମୁହିଁ
ଅମଳ ହେଉଥିବା ଅଧିକ ଧାନ ଓ ଭାଗ ଚାଷୀଙ୍କୁ ନେଇ ବିଧାନସଭା ପ୍ରଶ୍ନ କାଳରେ କୃଷି ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଓ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ମୁହାଁମୁହିଁ ହୋଇଛନ୍ତି।
ନରସିଂହ ମିଶ୍ର କହିଛନ୍ତି, ‘ଓଡ଼ିଶା ଲ୍ୟାଣ୍ଡ ରାଇଟ ଆକ୍ଟ ଅନୁଯାୟୀ ଭାଗ ଚାଷ ବେଆଇନ। ଯିଏ ଭାଗ!-->!-->!-->…
