Odia News Portal

ଆଉ ୪ଦିନ ରାଜ୍ୟରେ ବର୍ଷା ସମ୍ଭାବନା

ରାଜ୍ୟରେ ଆଉ ୪ଦିନ ବର୍ଷା ହେବ । ଅଧିକ ବର୍ଷା ସମ୍ଭାବନା ନଥିଲେ ବି ସ୍ୱଳ୍ପରୁ ମଧ୍ୟମଧରଣର ବର୍ଷା ହୋଇପାରେ । ଉପକୂଳ ସମେତ ଦକ୍ଷିଣ ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଛି । ୨୪ ଘଣ୍ଟା ପରେ ରାଜ୍ୟରେ ତାପମାତ୍ରା ଧୀରେ ଧୀରେ ୩ରୁ ୪ଡିଗ୍ରୀ ପର୍ଯ୍ୟନ୍ତ ବଢିବ । ଏହା ପରେ ରାଜ୍ୟରେ ଖରା…

ବିଧାନସଭାରେ ଅପ୍ରସଙ୍ଗକୁ ପ୍ରସଙ୍ଗ କରି କରୁଛନ୍ତି ହଟ୍ଟଗୋଳ : ଅରୁଣ ସାହୁ

୫-ଟି, ଚାଉଳ, କ୍ରୀତଦାସ ପ୍ରସଙ୍ଗରେ ଶାସକ ଦଳକୁ ବିରୋଧୀ ଦଳ ନେତା ଟାର୍ଗେଟ କରିଥିବା ବେଳେ ଏହାର ଜବାବ ରଖିଛନ୍ତି ବିଜେଡି ବିଧାୟକ ଅରୁଣ ସାହୁ । ଗୃହ ବାହାରେ ଅରୁଣ କହିଛନ୍ତି, ବିଧାନସଭା ଶୂନ୍ୟକାଳରେ ଗତ ୫ ଦିନ ଧରି ୫ କେଜି ଚାଉଳ ପ୍ରସଙ୍ଗ ଉଠାଇବାକୁ ସୁଯୋଗ ମିଳୁନାହିଁ ।ଲୋକଙ୍କ…

ବିଧାନସଭାର ଶୂନ୍ୟକାଳରେ ଶାସକ-ବିରୋଧୀ ମୁହାଁମୁହିଁ ,ଦିନ ୧୨ଟା ପର୍ଯ୍ୟନ୍ତ ଗୃହ ମୁଲତବି କଲେ ବାଚସ୍ପତି

ବିଧାନସଭାର ଶୂନ୍ୟକାଳରେ ଶାସକ ଓ ବିରୋଧୀ ମୁହାଁମୁହିଁ । ବିରୋଧୀ ଦଳ ନେତା ୫-ଟି କେମିତି ସିଏମଓ ହେଲେ ବୋଲି ପ୍ରଶ୍ନ କଲେ । ସେ ମୁଖ୍ୟମନ୍ତ୍ରୀଙ୍କ ସେକ୍ରେଟାରୀ ହୋଇ ପାରନ୍ତି କିନ୍ତୁ ସିଏମଓ କେମିତି ହେବେ । ଏହାବାଦ୍ ଜଣେ ବିଧାୟକ ନିଜକୁ ତାଙ୍କର କ୍ରୀତଦାସ ବୋଲି କହିଲେ । ଏଭଳି କହି…

ଆଜି ଓଡିଶା ଆସିବେ ମମତା, କାଲି ପୁରୀରେ ଶ୍ରୀଜିଉଙ୍କ ଦର୍ଶନ

ଆଜି ଓଡିଶା ଆସିବେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । ଆଜି ଅପରାହ୍ନରେ ସେ ଭୁବନେଶ୍ୱରରେ ପହଞ୍ଚି ପୁରୀ ଯିବା କାର୍ଯ୍ୟକ୍ରମ ରହିଛି । ଆସନ୍ତାକାଲି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ଦର୍ଶନ କରିବେ ଟିଏମସି ସୁପ୍ରିମୋ । ୨୩ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ମମତା…

ଆର୍ଥିଂ ତାର ଲାଗି ଚାଲିଗଲା ଶିଶୁର ଜୀବନ

 ଦାଣ୍ଡରେ ଖେଳୁଥିବା ବେଳେ ବିଦ୍ୟୁତ ଖୁଣ୍ଟରେ ଗୁଡ଼ା ଯାଇଥିବା ଆର୍ଥିଂ ତାର ଲାଗି ୪ ବର୍ଷର ଶିଶୁର ମୃତ୍ୟୁ ହୋଇଛି। ଭଦ୍ରକ ଜିଲ୍ଲା ଧାମନଗର ଏନଏସିର ମୁଲ୍ଲା ସାହିରେ ଘଟିଛି ଏଭଳି ଦୁଃଖଦ ଘଟଣା। ଶିଶୁଟି ଦାଣ୍ଡରେ ଖେଳୁଥିବା ବେଳେ ଅସାବଧାନତାବଶତଃ ଘର ପାଖରେ ଥିବା ବିଦ୍ୟୁତ ଖୁଣ୍ଟରେ ଗୁଡା…

ମହିଳା ଉଦ୍ୟୋଗୀଙ୍କ ଦ୍ୱାରା ଗଧ ଦୁଗ୍ଧରୁ ଆଂଟି ଏଜିଙ୍ଗ ସାବୁନ୍ ପ୍ରସ୍ତୁତ,ସୋଆରେ ଦୁଇ ଦିନିଆ ଷ୍ଟାର୍ଟଅପ୍…

ତ୍ୱଚାରେ ବାର୍ଦ୍ଧକ୍ୟର ଚିହ୍ନକୁ ହ୍ରାସ କରାଇବା ସହ ଶରୀରରେ ଚମକ ଆଣିବା ଦିଗରେ ସହାୟକ ହୋଇପାରୁଛି ଗଧ ଦୁଗ୍ଧରୁ ପ୍ରସ୍ତୁତ ସାବୁନ୍ । ପ୍ରସାଧନ ନିମନ୍ତେ ପ୍ରସ୍ତୁତ ସାମଗ୍ରୀରେ ଯୋଡ଼ି ହୋଇଯାଇଛି ଗଧ ଦୁଗ୍ଧରୁ ପ୍ରସ୍ତୁତ ସାବୁନ । ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ ଶନିବାର ଠାରୁ ଆରମ୍ଭ…

କଟକ ଓ ଭୁବନେଶ୍ୱରରେ କୁଆପଥର ବର୍ଷା 

ପଶ୍ଚିମାଝଡ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ରାଜଧାନୀରେ ବର୍ଷା ସହ କୁଆପଥର ମାଡ ହୋଇଥିବା ବେଳେ କଟକରେ ମଧ୍ୟ ସମାନ ସ୍ଥିତି ଦେଖିବାକୁ ମିଳିଛି । ଏହାଛଡା ବିଭିନ୍ନ ଜିଲ୍ଲାରେ ନିର୍ଦ୍ଧୁମ ଛେଚୁଛି ବର୍ଷା । ଘଡଘଡି ସହ ବର୍ଷା ହେଉଥିବାରୁ ମନରେ ଭୟ ଦେଖାଦେଉଛି । …

ରଥଯାତ୍ରା ପାଇଁ ଉତ୍ତର ଘୁମୁସର ବନଖଣ୍ଡରୁ ୨୯ ଗଛ ଚିହ୍ନଟ

ମହାପ୍ରଭୁ ଶ୍ରୀଜଗନ୍ନାଥ, ବଳଭଦ୍ର ଓ ମାତା ସୁଭଦ୍ରାଙ୍କ ବିଶ୍ଵ ପ୍ରସିଦ୍ଧ ପୁରୀ ରଥଯାତ୍ରା ପାଇଁ ରଥ କାଠ ଚିହ୍ନଟ ପ୍ରକ୍ରିୟା ଆରମ୍ଭ ହୋଇଛି। ଏଥି ନିମନ୍ତେ କିଛି ଦିନ ପୂର୍ବରୁ ରଥଯାତ୍ରା କମିଟିର କିଛି ସେବାୟତ ଉତ୍ତର ଘୁମୁସର ବନଖଣ୍ଡର କର୍ମଚାରୀ ମିଶି ବିଭିନ୍ନ ଜଙ୍ଗଲରେ ରଥକାଠ…

୬୫ ବର୍ଷୀୟା ବୃଦ୍ଧାଙ୍କୁ ଅଧା ଖାଇଗଲା ସୁନାବେଡ଼ା ଅଭୟାରଣ୍ୟର ମହାବଳ ବାଘ

ନୂଆପଡ଼ା ଜିଲ୍ଲା ସୁନାବେଡ଼ା ଅଭୟାରଣ୍ୟ ଅଧୀନ କୋମନା ଥାନା ଜଳମଡେଇ ଗାଁରେ ଜଣେ ବୃଦ୍ଧାଙ୍କୁ ଘର ପଛପଟୁ ମହାବଳ ବାଘ ଘରୁ ଟାଣି ନେଇ ଖାଇ ଯାଇଥିବା ସୂଚନା ମିଳିଛି। ବୃଦ୍ଧାଙ୍କ ନାଁ ସାନମତି ବାରିକ(୬୫) ବୋଲି ଜଣା ପଡ଼ିଛି।ସୂଚନା ଅନୁଯାୟୀ, ଗତକାଲି ସନ୍ଧ୍ୟାରେ ଜଳମଡେଇ ଗାଁର ସାନମତି ଘର…

ନବ ଦାସ ହତ୍ୟା ପ୍ରସଙ୍ଗ:ପୁଲିସ-ଛାତ୍ର କଂଗ୍ରେସ କର୍ମୀଙ୍କ ମଧ୍ୟରେ ଧସ୍ତାଧସ୍ତି

ବିଧାନସଭା ସମ୍ମୁଖରେ ଛାତ୍ର କଂଗ୍ରେସର ବିକ୍ଷୋଭ ବେଳେ ପୁଲିସ- ଛାତ୍ର କଂଗ୍ରେସ କର୍ମୀଙ୍କ ମଧ୍ୟରେ ଧସ୍ତାଧସ୍ତି ହୋଇଛି। ବିଧାନସଭା ଘେରାଉ ପାଇଁ ଯିବା ବେଳେ ପୁଲିସ ସହ କିଛି ଛାତ୍ର କଂଗ୍ରେସ କର୍ମୀ ଧସ୍ତାଧସ୍ତି ହୋଇଥିଲେ। ନବ ଦାସ ହତ୍ୟା ପ୍ରସଙ୍ଗରେ ଭଟଲି ବିଧାୟକ ସୁଶାନ୍ତ ସିଂହଙ୍କୁ…