Odia News Portal

ବଳଙ୍ଗା ନାବାଳିକା ପୋଡ଼ି ମାମଲା: ଏମ୍‌ସ ଦିଲ୍ଲୀରେ ପୀଡ଼ିତାଙ୍କ ବୟାନ ରେକର୍ଡ

ପୁରୀଜିଲ୍ଲା ବଳଙ୍ଗା ନାବାଳିକା ପୋଡ଼ି ଘଟଣାରେ କ୍ରାଇମ୍‌ବ୍ରାଞ୍ଚଙ୍କୁ ଅନେକ ତଥ୍ୟ ହାସଲ ହୋଇଛି। ବଳଙ୍ଗା ପୁଲିସ ଓ କ୍ରାଇମ୍‌ବ୍ରାଞ୍ଚର ଟିମ୍‌ କ୍ରାଇମ୍‌ ସ୍ପଟ୍‌ର ରୁପା ମୁଦି ଓ ଅଳଂକାର ଦୋକାନୀଙ୍କ ମାଧ୍ୟମରେ ଅନେକ ତଥ୍ୟ ବାହାର କରିଛନ୍ତି। କ୍ରାଇମ୍‌ବ୍ରାଞ୍ଚ ଟିମ୍‌ ଏମ୍ସ ଦିଲ୍ଲୀରେ

ସରକାର ବର୍ଷେ ଭିତରେ ୨ ଲକ୍ଷ ନୂଆ ଜବ କାର୍ଡ ଦେଇଛନ୍ତି: ମନ୍ତ୍ରୀ

ଫେକ ଜବ କାର୍ଡ ଧରିବାକୁ ଆରମ୍ଭ ହେବ ଇକେୱାଇସି । ଜବ କାର୍ଡ ଧାରୀ କରିବେ ଇକେୱାଇସି । ତିନି ମାସ ଭିତରେ ଜବ କାର୍ଡ ଇକେୱାଇସି ନ କଲେ କଟିବ ଜବ କାର୍ଡ। ଏନେଇ ସୂଚନା ଦେଇଛନ୍ତି ପଞ୍ଚାୟତି ରାଜ ଓ ପାନୀୟ ଜଳ ଯୋଗାଣ ବିଭାଗ ମନ୍ତ୍ରୀ ରବି ନାରାୟଣ ନାୟକ। ତିନି ମାସ ଭିତରେ ଜବ କାର୍ଡ

ରାଷ୍ଟ୍ରପତିଙ୍କୁ ଭେଟିଲେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ

ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଏବେ ନୂଆଦିଲ୍ଲୀ ଗସ୍ତରେ ଅଛନ୍ତି। ଏହି ଅବସରରେ ମନମୋହନ ସାମଲ ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଛନ୍ତି। ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଏବେ ନୂଆଦିଲ୍ଲୀ ଗସ୍ତରେ ଅଛନ୍ତି। ଏହି ଅବସରରେ ମନମୋହନ ସାମଲ

ରାଜ୍ୟରେ ୬ଟି ଟେକ୍ସଟାଇଲ ପାର୍କର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଓଡ଼ିଶା ହେବ ଟେକ୍ସଟାଇଲ ହବ୍। ଲୋକେ ଓଡ଼ିଶାରେ ରହି କାମ କରିବେ। ତାମିଲନାଡୁ, ମୁମ୍ବାଇ, ଗୁଜୁରାଟ ଯିବେନି ଓଡ଼ିଶା ଲୋକେ। ଆଜି ୭ ହଜାର ୮୦୮ କୋଟି ଟଙ୍କାର ୩୩ ଟି ଏମଓୟୁ ସ୍ବାକ୍ଷରିତ ହୋଇଥିବା ବେଳେ ୫୩ ହଜାର ନିଯୁକ୍ତି ସୁଯୋଗ ସୃଷ୍ଟି ହେବ। ଆଗକୁ ଟେକ୍ସଟାଇଲ କ୍ଷେତ୍ରରେ ଆହୁରି ୫ ଲକ୍ଷ

ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା, ବିଦ୍ୟାଳୟଗୁଡ଼ିକୁ ବନ୍ଦ ରଖିବା ପାଇଁ ନିର୍ଦ୍ଦେଶ

ପାଣିପାଗ ବିଭାଗ ପକ୍ଷରୁ ମୟୂରଭଞ୍ଜ ଜିଲ୍ଲାକୁ ଆଜି "ରେଡ ଓ୍ବାର୍ଣ୍ଣିଂ" ଜାରି କରାଯାଇଛି । ଆସନ୍ତା ୧୨ଘଣ୍ଟା ମଧ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରି ଜିଲ୍ଲା ପ୍ରଶାସନ ପକ୍ଷରୁ ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ବନ୍ଦ ରଖିବା ପାଇଁ ନିର୍ଦ୍ଦେଶ

କଂଗ୍ରେସ ପାଇଁ… ଆଉ ଅଛୁଆଁ ନୁହେଁ ବିଜେଡି

ଯେଉଁ ଦଳ ସତ୍ତାରୁ ବେଦଖଲ କଲା, ଆଉ ଏମିତି କଲା ଯେ... ଦୀର୍ଘ ୨୫ ବର୍ଷରୁ ଅଧିକ ସମୟ ଧରି ‘ହାତ’ ଓଡ଼ିଶାରେ ଉଠିପାରିନି । ଚେଷ୍ଟା ତ ବହୁତ ହୋଇଛି ହେଲେ ସବୁ କିନ୍ତୁ ଫେଲ୍ । କିନ୍ତୁ ସମୟ ଗଡ଼ିବା ସହ, ଏବେ ସେହି ଦଳ ଆଉ କଂଗ୍ରେସ ପାଇଁ ଅଛୁଆଁ ନୁହେଁ । ଯେଉଁ ଦଳ ସରକାରରେ ଥିଲାବେଳେ,

ଯାତ୍ରୀବାହୀ ବିମାନ, ମଝି ଆକାଶରେ ହେଲା ଉଭାନ

ମଝି ଆକାଶରେ ଉଭେଇଗଲା ବିମାନ। ଯାତ୍ରୀଙ୍କୁ ନେଇ ଉଡାଣ କରିଥିବା ବେଳେ ଆକାଶରେ ବିମାନ କୁଆଡେ ଉଭାନ ହୋଇଯାଇଛି । ଏଭଳି ଏକ ବଡ଼ ଖବର ଏବଂ ଛାତିକୁ ଦୋହଲାଇ ଦେଲା ଭଳି ଖବର ଆସୁଛି ରୁଷରୁ । ଯେଉଁଠି ଏକ ଯାତ୍ରୀବାହୀ ବିମାନକୁ ନେଇ ଅଶୁଭ ଖବର ଆସୁଛି । ତେବେ ୫୦ ଜଣଙ୍କୁ ନେଇ ଉଡାଣ ଭରିଥିବା

ସମ୍ବଲପୁରରେ ଟ୍ରେନ୍‌ ଦୁର୍ଘଟଣା: ଏକ୍ସପ୍ରେସ୍ ଟ୍ରେନ୍‌ ଲାଇନଚ୍ୟୁତ

ସମ୍ବଲପୁରରେ ମହିମା ଗୋସାଇଁ-ଶାଲିମାର ଏକ୍ସପ୍ରେସ୍‌ ଟ୍ରେନ୍‌ ଲାଇନଚ୍ୟୁତ । ସମ୍ବଲପୁର ସିଟି ଷ୍ଟେସନ ନିକଟରେ ଏହି ଦୁର୍ଘଟଣା ଘଟିଛି । ଭୁବନେଶ୍ୱରରୁ ସମ୍ବଲପୁର ଯାଉଥିଲା ଏହି ଟ୍ରେନ୍ । ଏହି ସମୟରେ ଟ୍ରେନ୍‌ର ଗୋଟିଏ ବଗି ଲାଇନଚ୍ୟୁତ ହୋଇଛି । ଯାତ୍ରୀଙ୍କୁ ଅନ୍ୟ ଏକ ବଗିକୁ ସ୍ଥାନାନ୍ତର

ଘଟଗାଁ ମା’ ତାରିଣୀ ପୀଠ, ଯାଜପୁର ମା’ ବିରଜା ମନ୍ଦିର ପରିକ୍ରମା ପ୍ରକଳ୍ପ ଏବଂ ଏକାମ୍ର କ୍ଷେତ୍ର ବିକାଶ କାର୍ଯ୍ୟର…

ଆଜି ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଘଟଗାଁ ମା’ ତାରିଣୀ ପୀଠ, ଯାଜପୁର ମା’ ବିରଜା ମନ୍ଦିର ପରିକ୍ରମା ପ୍ରକଳ୍ପ ଏବଂ ଏକାମ୍ର କ୍ଷେତ୍ର ବିକାଶ କାର୍ଯ୍ୟର ସମୀକ୍ଷା କରିଛନ୍ତି। ସମୀକ୍ଷା ବୈଠକରୁ ଜଣାଯାଇଛି ଯେ, ଘଟଗାଁ ମା’ ତାରିଣୀ ମନ୍ଦିରର ବିକାଶ କାର୍ଯ୍ୟ

କର୍ମକ୍ଷେତ୍ରରେ ମହିଳା-ପୁରୁଷଙ୍କ ମଧ୍ୟରେ ତାରତମ୍ୟ ରଖନ୍ତୁ ନାହିଁ: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

କର୍ମକ୍ଷେତ୍ରରେ ମହିଳା-ପୁରୁଷଙ୍କ ମଧ୍ୟରେ ତାରତମ୍ୟ ରଖନ୍ତୁ ନାହିଁ। ଆଜି ଲୋକସେବା ଭବନ କର୍ମଚାରୀମାନଙ୍କ ଦିଗଦର୍ଶନ କାର୍ଯ୍ୟକ୍ରମରେ ଯୋଗ ଦେଇ ଏଭଳି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। କର୍ମକ୍ଷେତ୍ରରେ ମହିଳାମାନଙ୍କ ଉପରେ ଯୌନ ନିର୍ଯାତନା (ନିବାରଣ, ନିଷେଧ ଓ ନିରାକରଣ) ଆଇନ