Odia News Portal

ସରିଲା ମାଟ୍ରିକ ପରୀକ୍ଷା, ଏପ୍ରିଲ ୩ରୁ ଖାତାଦେଖା

ମାଧ୍ୟମିକ ଶିକ୍ଷା ବୋର୍ଡ ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା ଆଜି ସରିଛି । ଆଜି ଶେଷ ଦିନରେ ଗଣିତ ପରୀକ୍ଷା ଥିଲା। ରାଜ୍ୟର ମୋଟ ୩୨୧୮ଟି କେନ୍ଦ୍ରରେ ଏହି ପରୀକ୍ଷା କରାଯାଇଥିଲା। ମାର୍ଚ୍ଚ ୧୦ ତାରିଖରୁ ପରୀକ୍ଷା ଆରମ୍ଭ ହୋଇଥିଲା। ଏଣେ ଏପ୍ରିଲ୍ ୩ ତାରିଖରୁ ମାଟ୍ରିକ ଖାତା ମୂଲ୍ୟାୟନ…

ପ୍ରଶ୍ନପତ୍ର ଲିକ୍ ହୋଇନି: ସମୀର ଦାଶ

ମାଟ୍ରିକ ପ୍ରଶ୍ନପତ୍ର ଲିକ୍ ଅଭିଯୋଗକୁ ଗଣଶିକ୍ଷା ମନ୍ତ୍ରୀଙ୍କ ଖଣ୍ଡନ । ଗୃହ ବାହାରେ ଖଣ୍‌ଡନ କଲେ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ । ସେ କହିଛନ୍ତି ମୋ ପାଖରେ ଲିକ୍ ହୋଇଥିବା ନେଇ କିଛି ଖବର ନାହିଁ କି ବିଭାଗ ପାଖରେ ମଧ୍ୟ ନାହିଁ । ମ୍ୟୁ ପୁରୀ ଜିଲ୍ଲା ଶିକ୍ଷାଧିକାରୀଙ୍କ ସହ କଥା ହୋଇ…

ସଂସଦର ଉଭୟ ସଦନରେ ବିରୋଧୀଙ୍କ ହଙ୍ଗାମା,ଦିନ ୨ଟା ପର୍ୟ୍ୟନ୍ତ ଲୋକସଭା ଓ ରାଜ୍ୟସଭା ମୁଲତବି

ସଂସଦର ଦ୍ୱିତୀୟ ପର୍ଯ୍ୟାୟ ବଜେଟ୍ ଅଧିବେଶନର ଆଜି ଦ୍ୱିତୀୟ ସପ୍ତାହ । ହେଲେ ସଂସଦର ଉଭୟ ଗୃହରେ ଆଜି ବିରୋଧୀଙ୍କ ହଙ୍ଗାମା ଦେଖିବାକୁ ମିଳିଛି । ବିରୋଧୀ ଦଳମାନେ ସଂସଦର ଉଭୟ ଗୃହରେ ହଙ୍ଗାମା କରିବା ପରେ ଉଭୟ ଗୃହର ସଭାପତି ଦିନ ୨ଟା ପର୍ଯ୍ୟନ୍ତ ଉଭୟ ଲୋକସଭା ଓ ରାଜ୍ୟସଭାକୁ ମୁଲତବି…

ଭାରତ ଆମର ପ୍ରକୃତ ବନ୍ଧୁ :- ଶେଖ ହସିନା

ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହସିନା ଭାରତକୁ ପ୍ରକୃତ ବନ୍ଧୁ ଆଖ୍ୟା ଦେଇଛନ୍ତି। ଦୁଇ ଦେଶ ମଧ୍ୟରେ ବନ୍ଧୁତା ବଜାୟ ରଖିବା ଉପରେ ମଧ୍ୟ ସେ ଜୋର ଦେଇଛନ୍ତି। ବାଂଲାଦେଶ-ଭାରତ ବନ୍ଧୁତ୍ୱ ପାଇପଲାଇନର ଉଦଘାଟନ ଅବସରରେ ସେ ଏକଥା କହିଛନ୍ତି।ଶେଖ ହସିନା କହିଛନ୍ତି, ରୁଷିଆ-ୟୁକ୍ରେନ ଯୁଦ୍ଧ ହେତୁ…

Disney କରିବ ୪ ହଜାର କର୍ମଚାରୀଙ୍କ ଛଟେଇ: ଚିହ୍ନଟ କରିବା ପାଇଁ ମ୍ୟାନେଜରଙ୍କୁ ନିର୍ଦ୍ଦେଶ

ମନୋରଞ୍ଜନ କ୍ଷେତ୍ରରେ ଖୁବ ନାଁ କମାଇଥିବା ଡିସନି କର୍ମଚାରୀଙ୍କ ଉପରେ ନେଇଛି ଏକ ବଡ ପଦକ୍ଷପ । ନିଜର କର୍ମଚାରୀ କ୍ଷମତାରେ ହ୍ରାସ କରିବା ନେଇ ନିଷ୍ପତ୍ତି ନେଇଛି କମ୍ପାନୀ । ଅଫିସରେ କାମ କରୁଥିବା କର୍ମଚାରୀଙ୍କ ମଧ୍ୟରୁ ୪ ହଜାର କର୍ମଚାରୀଙ୍କୁ ଛଟେଇ କରିବା ପାଇଁ କମ୍ପାନୀର ଯୋଜନା ରହିଛି…

ବିଜୟ ହାସଲ କରିଛି ଅଷ୍ଟ୍ରେଲିଆ

ଦ୍ୱିତୀୟ ଦିନିକିଆରେ ଏକତରଫା ଭାବରେ ବିଜୟ ହାସଲ କରିଛି ଅଷ୍ଟ୍ରେଲିଆ । ଭାରତ ଦେଇଥିବା ୧୧୮ ରନର ଚୋଟ ଲକ୍ଷ୍ୟକୁ ମାତ୍ର ୧୧ ଓଭରରେ ପୂରଣ କରିଥିବା ବେଳେ ଏହି ମ୍ୟାଚକୁ ୧୦ ୱିକେଟରେ ଦଳ ଜିତି ନେଇଛି । ତେବେ ଅଷ୍ଟ୍ରେଲିଆର ଦୁଇ ଓପନର ଟ୍ରାଭିସ ହେଡ ଏବଂ ମିଚେଲ ମାର୍ଶଙ୍କ ଦମଦାର ଅର୍ଦ୍ଧଶତକ…

ଚାଇନା ବିମାନ କମ୍ପାନୀ ବିରୋଧରେ କଟକଣା ଜାରି କରିବାକୁ ଆମେରିକାର ଯୋଜନା…

ଆମେରିକାର ପରିବହନ ବିଭାଗ ଚାଇନାର ବିମାନ ଚଳାଚଳ କମ୍ପାନୀଙ୍କ ଦ୍ୱାରା ରୁଷିଆର ବାୟୁସେନାର ବନ୍ଦର ବ୍ୟବହାର ଉପରେ ପ୍ରତିବନ୍ଧକ ଲଗାଇବାକୁ ପ୍ରସ୍ତୁତ ହେଉଛି। ରାଷ୍ଟ୍ରପତି ଜୋ ବାଇଡେନଙ୍କ ପ୍ରଶାସନର ତିନିଜଣ ଅଧିକାରୀ ନ୍ୟୁୟର୍କ ଟାଇମ୍ସକୁ ଏହି ସୂଚନା ଦେଇଛନ୍ତି। ଜାତୀୟ ସୁରକ୍ଷା ଦଳ…

ଇମ୍ରାନଙ୍କ ଘର ଭିତରକୁ ଧଶେଇ ପଶିଲା ପୋଲିସ

ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ଅଡ଼ୁଆ ବଢ଼ିବାରେ ଲାଗିଛି । ଯଦିଓ ତୋଷଖାନ୍ନା ମାମଲାରେ ଇମ୍ରାନଙ୍କୁ ଆଶ୍ୱସ୍ତି ମିଳିଛି, କିନ୍ତୁ ତାଙ୍କ ଉପରେ ଆଉଏକ ମାମଲା ରୁଜୁ ହୋଇଛି । ଇମ୍ରାନଙ୍କ ବିରୋଧରେ ଆତଙ୍କୀ ନିରୋଧୀ ଆଇନ୍ ଆଧାରରେ ମାମଲା ରୁଜୁ କରାଯାଇଚି । ଏହାସହ…

ଆଜି ବି ପ୍ରଭାବ ଦେଖାଇବ ପଶ୍ଚିମାଝଡ଼, ଭିଜିବ ଓଡ଼ିଶା

ଆଜି ଉପକୂଳ ଓଡ଼ିଶାରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି । ଉପକୂଳ ତଥ ସଂଲଗ୍ନ ଓଡ଼ିଶାରେ କାଳବୈଶାଖୀ ବର୍ଷା ସମ୍ଭାବନା ରହିଥିବା ବେଳେ ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ବିଶେଷକରି ଭଦ୍ରକ, ବାଲେଶ୍ୱର, ଯାଜପୁର, କଟକ, ଜଗତସିଂହପୁର,…

ଆସନ୍ତାକାଲି ଶ୍ରୀବିଗ୍ରହମାନଙ୍କ ଖସାପଡା ଲାଗି ନୀତି: ଅପରାହ୍ନ ୫ଟାରୁ ରାତ୍ର ୧୦ଟା ପର୍ୟ୍ୟନ୍ତ ସର୍ବସାଧାରଣ ଦର୍ଶନ…

ଆସନ୍ତାକାଲି ୨୦ ତାରିଖ ସୋମବାର ଚୈତ୍ର-କୃଷ୍ଣ ଚତୁର୍ଦ୍ଦଶୀ ତିଥିରେ ଶ୍ରୀବିଗ୍ରହମାନଙ୍କ ଖସାପଡା ଲାଗି ନୀତି ଅନୁଷ୍ଠିତ ହେବ। ଏହି କାରଣରୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଆପାତତଃ ଅପରାହ୍ନ ୫ଟାରୁ ରାତ୍ର ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏନେଇ ଶ୍ରୀଜଗନ୍ନାଥ…