କେନ୍ଦୁପତ୍ର ୱେଲଫ୍ୟାର ବୋର୍ଡ ପକ୍ଷରୁ କେନ୍ଦୁପତ୍ର ସଂସ୍ଥାର ସମୀକ୍ଷା
କେନ୍ଦୁପତ୍ର ୱେଲଫ୍ୟାର ବୋର୍ଡ ପକ୍ଷରୁ ରେଢ଼ାଖୋଲ କେନ୍ଦୁପତ୍ର ଡିଭିଜନରେ କେନ୍ଦୁପତ୍ର ସଂସ୍ଥାର ବିଭିନ୍ନ ଯୋଜନାର ସମୀକ୍ଷା କରାଯାଇଛି। ବୋର୍ଡର ଉପଦେଷ୍ଟା ସଞ୍ଜିତ ମହାନ୍ତିଙ୍କ ଦ୍ବାରା ରେଢ଼ାଖୋଲ ଡିଏଫ୍ଓ ଙ୍କ କାର୍ଯ୍ଯାଳୟରେ ସରକାରଙ୍କ ଦ୍ଵାରା ଘୋଷିତ ଏବଂ କାର୍ଯ୍ୟକାରୀ ହେଉଥିବା!-->…
