ଭିଜିଵ ଓଡ଼ିଶା।
ପଶ୍ଚିମା ଝଡ଼ ପ୍ରଭାବରେ ଶନିବାର ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି । ଏ ନେଇ ୯ଟି ଜିଲାକୁ ଅରେଞ୍ଜ ୱାର୍ନିଂ ଜାରି କରାଯାଇଛି। ଏସବୁ ଜିଲାଗୁଡ଼ିକ ହେଲା କେନ୍ଦୁଝର, ଅନୁଗୋଳ, ଢେଙ୍କାନାଳ, ଯାଜପୁର, କଟକ, ଖୋର୍ଦ୍ଧା, ଜଗତ୍ସିଂହପୁର, ନୟାଗଡ଼ ଓ ପୁରୀ।ଅନ୍ୟପକ୍ଷେ କଟକ, ଢେଙ୍କାନାଳ!-->…
