Odia News Portal

୧୩ ଦଫା ଦାବି ନେଇ ରାଜରାସ୍ତାରେ ବସିଲେ ଆଶା କର୍ମୀ

୧୩ ଦଫା ଦାବି ନେଇ ରାଜରାସ୍ତାରେ ବସିଲେ ଆଶା କର୍ମୀ। ଗ୍ରାମୀଣ ସ୍ବାସ୍ଥ୍ୟ ମିଶନ ଅଧୀନରେ ମା ଓ ଶିଶୁ ବିକାଶ ସହିତ ନିରାପଦ ମାତୃତ୍ଵ ପାଇଁ କାମ କରି ଆସୁଥିବା ଆଶା କର୍ମୀମାନେ ବିଭିନ୍ନ ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଛନ୍ତି | ଆଶାକର୍ମୀମାନେ ଦାବି କରିଛନ୍ତି ଯେ ମାସିକ ସୁନିଶ୍ଚିତ ଭତ୍ତା…

ରାସ୍ତା ଉପରେ ଛିଡା ହୋଇ ରହିଛି ହଜାର ହଜାର ଟ୍ରକ

୧୦ ଦଫା ଦାବିରେ ଅନିଦ୍ଦିଷ୍ଟ କାଳ ପାଇଁ ଡ୍ରାଇଭର ଏକତା ମହାମଞ୍ଚ ଷ୍ଟିୟରିଂ ଛାଡ଼ ଆନ୍ଦୋଳନ ବୁଧବାର ସକାଳୁ ଆରମ୍ଭ କରିଛି। ରାଜ୍ୟର ବିଭିନ୍ନ ସ୍ଥାନରେ ହଜାର ହଜାର ଡ୍ରାଇଭର ରାସ୍ତାକୁ ଓହ୍ଲାଇ ପ୍ରଦର୍ଶନ କରୁଛନ୍ତି। ଆଉ ଏହି ଆନ୍ଦୋଳନର ପ୍ରଭାବ ଦେଖିବାକୁ ମିଳିଛି । ଡ୍ରାଇଭରମାନେ…

ଜଙ୍ଗଲ ନିଆଁ ଲିଭାଇବା ପାଇଁ ୩୯୯ ଦଳଙ୍କୁ ନିୟୋଜିତ କରାଯାଇଛି

ଗୃହରେ ବୁଧବାର ମୁଲତବି ପ୍ରସ୍ତାବ ଆଲୋଚନା ବେଳେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ପ୍ରଦୀପ ଅମାତ କହିଛନ୍ତି, ଜଙ୍ଗଲରେ ନିଆ ଲିଭାଇବା ପାଇଁ ରାଜ୍ୟରକାର ସ୍ୱତନ୍ତ୍ର ବୈଷୟିକ ଜ୍ଞାନ କୌଶଳ କକ୍ଷ ପ୍ରତିଷ୍ଠା କରିଛନ୍ତି। ଟାସ୍କଫୋର୍ସ ଗଠନ କରିଯାଇଛି। ତାଙ୍କ ସୁପାରିଶ ଅନୁସାରେ ପଦକ୍ଷେପ ନିଆଯାଉଛି।…

ଗୃହରେ ବିଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗ ଉଠିଲା

ଗୃହରେ ବୁଧବାର ବିଧାୟକଙ୍କ ଦରମା ଓ ପୂର୍ବତନ ବିଧାୟକଙ୍କ ପେନସନ ବୃଦ୍ଧି ପ୍ରସଙ୍ଗ ଉଠିଛି। କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର କହିଛନ୍ତି, ସବୁ କମିଟି ରିପୋର୍ଟ ଦେଲା ପରେ ମଧ୍ୟ ସରକାର କ’ଣ ନିଷ୍ପତ୍ତି ନେଲେ ଜଣା ପଡୁନାହିଁ। ବାଚସ୍ପତି ସରକାରଙ୍କୁ ନିର୍ଦ୍ଦେଶ ଦିଅନ୍ତୁ ସେ…

ବାତ୍ୟା ମରୁଡି ଚାଷୀଙ୍କ ଆୟରେ ବାଧକ ସାଜିଛି

ରାଜ୍ୟରେ ଚାଷୀ ପରିବାରର ମାସିକ ଆୟ ବୃଦ୍ଧି ଘଟିଛି। ୨୦୧୨ରେ ଚାଷୀ ପରିବାରର ମାସିକ ଆୟ ୪୯୭୬ ଟଙ୍କା ଥିଲା ବେଳେ ୨୦୧୯ରେ  ଏହା ୫୦୧୨ ଟଙ୍କାକୁ ବୃଦ୍ଧିପାଇଛି। ବାତ୍ୟା ଓ ମରୁଡି ଚାଷୀଙ୍କ ଆୟରେ ବାଧକ ସାଜିଛି। ବିଧାନସଭା ଅଧିବେଶନରେ ବୁଧବାର କୃଷିମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଏହା…

ବିଶ୍ୱ ଖାଉଟି ଅଧିକାର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା

ଆଜି ହେଉଛି ବିଶ୍ୱ ଖାଉଟି ଅଧିକାର ଦିବସ। ଏହି ଅବସରରେ ବାର୍ତ୍ତା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପ୍ରତ୍ୟେକ ଖାଉଟି ଯେପରି ସେମାନଙ୍କର ଅଧିକାର ଓ ଦାୟିତ୍ୱ ବାବଦରେ ସଚେତନ ହୋଇପାରିବେ, ସେଥିପାଇଁ ସମସ୍ତେ ମିଳିତ ପ୍ରୟାସ କରିବା ଉପରେ ଗୁରୁତ୍ୱାରୋପ କରିଛନ୍ତି ମୁଖ୍ୟମନ୍ତ୍ରୀ।…

ପୁଣି ପ୍ରାଥମିକ ଶିକ୍ଷକଙ୍କ ରଣହୁଙ୍କାର : ଭୁବନେଶ୍ୱର ମୁହାଁ ଦେଢଲକ୍ଷ ଶିକ୍ଷକ

ପୁଣି ପ୍ରାଥମିକ ଶିକ୍ଷକଙ୍କ ରଣହୁଙ୍କାର । ଆନ୍ଦୋଳନକୁ ଓହ୍ଲାଇବାକୁ ସଜବାଜ ହେଉଛନ୍ତି ଦେଢଲକ୍ଷ ଶିକ୍ଷକ ଶିକ୍ଷୟିତ୍ରୀ । ଆଜି ଆନ୍ଦୋଳନ ଡାକରା ଦିଆଯାଇଥିବାରୁ ରାଜ୍ୟର ବିଭିନ୍ନ ସ୍ଥାନରୁ ଶିକ୍ଷକ ଶିକ୍ଷୟିତ୍ରୀ ଭୁବନେଶ୍ୱର ଆସୁଛନ୍ତି । ତିନି ଦଫା ଦାବି ନେଇ ଏହି ଦେଢଲକ୍ଷ ପ୍ରାଥମିକ…

ଶିଶୁଙ୍କ ପାଇଁ ଘାତକ ଏଚ୍୩ଏନ୍୨ ଭାଇରସ୍

ଶିଶୁମାନଙ୍କ ପାଇଁ ଘାତକ ଏଚ୍୩ଏନ୍୨ ଭାଇରସ୍ । ବିଶେଷ କରି ୫ ବର୍ଷରୁ କମ୍ ଅଧିକାଂଶ ଶିଶୁ ଏଚ୍୩ଏନ୍୨ରେ ସଂକ୍ରମିତ ହୋଇ ହସ୍ପିଟାଲରେ ଭର୍ତ୍ତି ହେଉଛନ୍ତି । ପିଲାମାନଙ୍କ କ୍ଷେତ୍ରରେ ଔଷଧ ଓ ବିଶେଷ କରି ଆଣ୍ଟିବାୟୋଟିକ୍ କାମ ଦେଉନାହିଁ । ଚଳିତ ବର୍ଷ ଜାନୁଆରୀରୁ ବର୍ତ୍ତମାନ ସୁଦ୍ଧା ପୁନେରେ…

ରାସ୍ତାକୁ ଓହ୍ଲାଇଲା ଡ୍ରାଇଭର ମହାସଂଘ, ଅଟକାଇଲେ ହଳଦିଆ ନମ୍ବର ଥିବା ଗାଡ଼ି

୧୦ ଦଫା ଦାବିରେ ଅନିଦ୍ଦିଷ୍ଟ କାଳ ପାଇଁ ଡ୍ରାଇଭର ଏକତା ମହାମଞ୍ଚ ଷ୍ଟିୟରିଂ ଛାଡ଼ ଆନ୍ଦୋଳନ ବୁଧବାର ସକାଳୁ ଆରମ୍ଭ କରିଛି। ରାଜ୍ୟର ବିଭିନ୍ନ ସ୍ଥାନରେ ହଜାର ହଜାର ଡ୍ରାଇଭର ରାସ୍ତାକୁ ଓହ୍ଲାଇ ପ୍ରଦର୍ଶନ କରୁଛନ୍ତି। ଏହି କ୍ରମରେ ରାଜଧାନୀ ଭୁ‌ବନେଶ୍ବର ଉପକଣ୍ଡ ତମାଣ୍ଡୋରେ ଡ୍ରାଇଭର…

ସାଇବର ଅପରାଧୀଙ୍କୁ ସାବାଡ଼ କରିବାକୁ ଦିଲ୍ଲୀ ପୁଲିସ-ଟ୍ରୁକଲର ମଧ୍ୟରେ ଚୁକ୍ତିନାମା

ଏବେ ଦିନକୁ ଦିନ ସାଇବର ଠକେଇର ସଂଖ୍ୟା ବଢ଼ିବାରେ ଲାଗିଛି | ସାଇବର ଠକମାନେ ଫୋନ କଲ କରି ଲୋକଙ୍କଠାରୁ ଓଟିପି ହେଉ ବା ଲିଙ୍କ ମାଧ୍ୟମରେ ଟଙ୍କା ଲୁଟିନେଉଛନ୍ତି | ବିଶେଷ କରି ସାଇବର ଠକମାନେ ବ୍ୟାଙ୍କ କର୍ମଚାରୀର ପରିଚୟ ଦେଇ ଆକାଉଣ୍ଟ-ପାନ କାର୍ଡ ଲିଙ୍କ ହେଉ ବା ଏଟିଏମ ପିନ ଅପଡେଟ କହି…