ଉପରାଷ୍ଟ୍ରପତି ନିର୍ବାଚନ: ଆରମ୍ଭ ହେଲା ମତଦାନ, ଭୋଟ୍ ଦେଇ ସଂସଦ ଭବନ ଛାଡ଼ିଲେ ପ୍ରଧାନମନ୍ତ୍ରୀ
ଉପରାଷ୍ଟ୍ରପତି ପଦ ପାଇଁ ଆରମ୍ଭ ହେଲା ମତଦାନ। ପ୍ରଥମେ ସଂସଦ ଭବନରେ ପହଞ୍ଚି ମତଦାନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ।ଉପରାଷ୍ଟ୍ରପତି ପଦରୁ ଜଗଦୀପ ଧନଖଡ଼ ଇସ୍ତଫା ଦେବାର ପ୍ରାୟ ୨ ମାସ ପରେ ଆଜି ଉପରାଷ୍ଟ୍ରପତି ପଦ ପାଇଁ ନିର୍ବାଚନ ଅନୁଷ୍ଠିତ ହେଉଛି। ଏନ୍ଡିଏ ପକ୍ଷରୁ ମହାରାଷ୍ଟ୍ର…