ଅସହ୍ୟ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଏପ୍ରିଲ ୨୫ରୁ ସ୍କୁଲରେ ଖରା ଛୁଟି ଘୋଷଣା କଲେ ରାଜ୍ୟ ସରକାର
ଏପ୍ରିଲ ୨୫ରୁ ସବୁ ସ୍କୁଲ ଛୁଟି । ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟର ସବୁ ଘରୋଇ ଓ ସରକାରୀ ସ୍କୁଲ ପାଇଁ ଏପ୍ରିଲ ୨୫ରୁ ଖରା ଛୁଟି ଘୋଷଣା କଲେ ସରକାର । ଏହାସହ ୨୨ରୁ ୨୪ଯାଏଁ ସବୁ ସ୍କୁଲ ସକାଳୁଆ ହେବ । ଏହି ସମୟରେ ସକାଳ ୬ଟା ୩୦ରୁ ୧୦ଟା ୩୦ ଯାଏଁ ପାଠ ପଢା ହେବ ।…