Odia News Portal

ରାଜ୍ୟରେ ୨୩ ଜିଲ୍ଲାରେ ୫୬ଟି ନୂଆ କୋର୍ଟକୁ ଅନୁମୋଦନ

ରାଜ୍ୟରେ ୨୩ ଜିଲ୍ଲାରେ ୫୬ଟି ନୂଆ କୋର୍ଟକୁ ଅନୁମୋଦନ ମିଳିଛି। ଏଥିରୁ ମୟୂରଭଞ୍ଜ ଜିଲ୍ଲାରେ ସର୍ବାଧିକ ୧୩ଟି ନୂଆ କୋର୍ଟ ସ୍ଥାପନ କରାଯିବ। ଏହି ଜିଲ୍ଲାର ବଡ଼ସାହି, ବାଙ୍ଗିରିପୋଷୀ, ଶୁଳିଆପଦା, ଖୁଣ୍ଟା, ଗୋପବନ୍ଧୁ ନଗର, ରାଇରଙ୍ଗପୁର କପ୍ତିପଦା, ସୁକ୍ରୁଲି, ଜାମଦା, ବିଜାତୋଳା,

ଖୋଲିବ ୨ ନୂଆ OISF ବାଟାଲିୟନ୍, ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ

ରାଜ୍ୟରେ ପ୍ରତିଷ୍ଠା ହେବ ଆଉ ଦୁଇଟି OISF ବା ଓଡ଼ିଶା ଇଣ୍ଡଷ୍ଟ୍ରିଆଲ ସିକ୍ୟୁରିଟି ଫୋର୍ସ ବାଟାଲିୟନ୍ । ଏହାକୁ ଅନୁମୋଦନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଗୃହ ବିଭାଗ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି । ଏହା ୩ ଓ ୪ ନମ୍ବର OISF ବାଟାଲିୟନ ଭାବେ ନାମିତ ହେବ । ଏହି ଦୁଇଟି

ବାଂଲାଦେଶରେ କଲେଜ୍ ଉପରେ ଖସିଲା ବିମାନ: ଜଣେ ମୃତ, ଏକାଧିକ ଆହତ

ଜଳିଗଲା ଆଉ ଏକ ବିମାନ। ଭାରତରେ ନୁହେଁ ବଂଲାଦେଶରେ ଘଟିଛି ଏହି ଘଟଣା। ଆଜି ଦିନ ପ୍ରାୟ ୧:୩୦ (ଭାରତୀୟ ସମୟ ୧:୦୦) ସମୟରେ ବଂଲାଦେଶର ରାଜଧାନୀ ଢାକାରେ ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଢ଼ାକାର ଉତ୍ତରାରେ ଥିବା ଦିଆବାରି ଅଞ୍ଚଳରେ ବାଂଲାଦେଶ ବାୟୁସେନାର ଏକ ଏଫ୍-୭ ତାଲିମ ପ୍ରଦାନକାରୀ

ଆରଡିସି ଅଫିସ୍ ଘେରାଉ ଘଟଣା : ଯୋଗାଣ ମନ୍ତ୍ରୀଙ୍କ ପ୍ରତିକ୍ରିୟା ବିରୋଧୀ ଦଳ ହେବାରେ ପ୍ରାକ୍ଟିସ କରୁଛି ବିଜେଡି

ବିଜୁ ଜନତା ଦଳ ପକ୍ଷରୁ ବାଲେଶ୍ୱର ଏଫଏମ୍ ପକ୍ଷରୁ ବାଲେଶ୍ୱର ଏଫଏମ୍ କଲେଜ ଛାତ୍ରୀ ମୃତ୍ୟୁ ଘଟଣାର ନ୍ୟାୟିକ ତଦନ୍ତ ଦାବିରେ ସମ୍ବଲପୁର ଆରଡିସି ଅଫିସ ଘେରାଉ । ରାଜ୍ୟ ସରକାରଙ୍କ ଚରମ ଅବହେଳା, ରାଜ୍ୟରେ ବଢୁଥିବା ନାରୀ ନିର୍ଯାତନା ବିରୁଦ୍ଧରେ ସମ୍ବଲପୁର ଆରଡିସି ଅଫିସ ଘେରାଉ କରାଯାଉଛି ।

ନାବାଳିକା ପୋଡ଼ି ଘଟଣା, ବଳଙ୍ଗା ଥାନାରେ ପହଞ୍ଚିଲା କ୍ରାଇମ୍‌ବ୍ରାଞ୍ଚ ଟିମ୍

ପୁରୀ ଜିଲ୍ଲା ବଳଙ୍ଗାରେ ନାବାଳିକା ପୋଡ଼ି ଘଟଣାରେ ତଦନ୍ତକୁ ଜୋରଦାର କରିଛି ପୋଲିସ। ଏକାସଙ୍ଗେ ତିନିଟି ଟିମ୍ ଭିନ୍ନ ଭିନ୍ନ ସ୍ଥାନରେ ତଦନ୍ତ କରୁଛନ୍ତି । ଗୋଟିଏ ଟିମ୍ ପୀଡ଼ିତାଙ୍କ ଘରେ ପହଞ୍ଚିଥିବା ବେଳେ ଅନ୍ୟ ଏକ ଟିମ୍ ପୀଡ଼ିତାଙ୍କ ସାଙ୍ଗଙ୍କ ଘରେ ପହଞ୍ଚିଛି । ସେହିପରି ଆଉ ଏକ

ବଡ଼ ଦୁର୍ଘଟଣାରୁ ବର୍ତ୍ତିଲା ଏୟାର ଇଣ୍ଡିଆ, ଅବତରଣ ବେ‌ଳେ ରନୱେରୁ ଖସିଲା ବିମାନ

ଅହମଦାବାଦରେ ହୋଇଥିବା ଏୟାର ଇଣ୍ଡିଆ ବିମାନ ବିସ୍ଫୋରଣ ଘଟଣାକୁ ମାସେ ବିତିଛି। ଏହି ସମୟ ମଧ୍ୟରେ ଏୟାର ଇଣ୍ଡିଆର ଅନେକ ବିମାନ ଯାନ୍ତ୍ରିକ ତ୍ରୁଟି ବା ଅନ୍ୟ କାରଣ ପାଇଁ ଜରୁରୀକାଳିନ ଅବତରଣ କରିଛି। ବାରମ୍ବାର ଦେଖାଯାଉଥିବା ତ୍ରୁଟି ପାଇଁ ବିବାଦରେ ଥିବା ଏୟାର ଇଣ୍ଡିଆକୁ ନେଇ ଏବେ ଆଉ ଏକ

ରେଭେନ୍ସାରେ ରାଗିଂ ଘଟଣା ସତ: ଚିଫ୍ ୱାର୍ଡେନ୍

ରେଭେନ୍ସାରେ ରାଗିଂ ଘଟଣା ନେଇ ପ୍ରତିକ୍ରୟା ରଖିଲେ ଚିଫ୍ ୱାର୍ଡେନ୍ ସୁଦର୍ଶନ ମିଶ୍ର। ଏହି ଘଟଣା ସତ ବୋଲି କହିବା ସହ ରାଗିଂ ହୋଇଥିବାର ନେଇ ପ୍ରମାଣ ରହିଛି ବୋଲି ସୂଚନା ଦେଇଛନ୍ତି। ସେ କହିଛନ୍ତି, ଭିଡିଓ ଫଟୋ ଏଭିଡେନସ ଆଣ୍ଟି ରାଗିଂ କମିଟିକୁ ପଠାଯାଇଛି। ରାତି ୧୨ ଟା ପରେ ଇଷ୍ଟ

୨ ଗ୍ରାମବାସୀଙ୍କୁ ନିର୍ମମ ହତ୍ୟା କଲେ ମାଓବାଦୀ

ପୁଣି ମାଓବାଦୀଙ୍କ ବର୍ବର କାଣ୍ଡ। ୨ ଗ୍ରାମବାସୀଙ୍କୁ ନିର୍ମମ ହତ୍ୟା କଲେ ମାଓବାଦୀ। ଛତିଶଗଡ଼ର ବିଜାପୁରର ତର୍ରେମ ଥାନା ଛଟୁବାଇ ଓ ବଡେ ତର୍ରେମ ଗାଁରେ ମାଓବାଦୀମାନେ ଏଭଳି କାଣ୍ଡ ଭିଆଇଛନ୍ତି। ୨ ଗ୍ରାମବାସୀଙ୍କୁ ନିର୍ମମ ହତ୍ୟା କଲେ ମାଓବାଦୀ। ଛତିଶଗଡ଼ର ବିଜାପୁରର ତର୍ରେମ ଥାନା

ଛାତ୍ରୀଙ୍କୁ ଅଶାଳୀନ ଆଚରଣ ଘଟଣା: ପ୍ରଧାନ ଶିକ୍ଷକ ଓ ବିଜ୍ଞାନ ଶିକ୍ଷକ ଥାନାରେ ଅଟକ

ବାଲେଶ୍ବର ଜିଲ୍ଲା ଜଳେଶ୍ୱର ବ୍ଲକ ରାଇବଣିଆ ଥାନା ଅଧୀନସ୍ଥ ଚମାରଗାଁ ଅଞ୍ଚଳରେ ଏକ ହାଇସ୍କୁଲରେ ଜଣେ ନବମ ଶ୍ରେଣୀ ଛାତ୍ରୀଙ୍କୁ ସେହି ବିଦ୍ୟାଳୟର ଶିକ୍ଷକ ଅଶାଳୀନ ଭାବେ ସ୍ପର୍ଶ କରିବା ସହ ଅଶ୍ଲୀଳ ଇଙ୍ଗିତ କରିବା ପୁଲିସ ନିକଟରେ ଅଭିଯୋଗ ହୋଇଛି। ଅଭିଯୋଗ ପାଇବା ପରେ ପୁଲିସ୍ ତଦନ୍ତ ଆରମ୍ଭ

ଛାତ୍ର କଂଗ୍ରେସ ସଭାପତି ପଦରୁ ନିଲମ୍ବିତ ଉଦିତ ପ୍ରଧାନ

ଉଦିତ ପ୍ରଧାନ ନିଲମ୍ବିତ । ଦୁଷ୍କର୍ମ ଅଭିଯୋଗରେ ଗିରଫ ପରେ କାର୍ଯ୍ୟାନୁଷ୍ଠାନ । ଛାତ୍ର କଂଗ୍ରେସ ସଭାପତି ପଦରୁ ନିଲମ୍ବିତ । ନିଲମ୍ବନ କଲେ ଜାତୀୟ ଯୁବ କଂଗ୍ରେସ ସଭାପତି । ଛାତ୍ରୀଙ୍କୁ ପାନୀୟରେ ନିଶା ଦେଇ ଦୁଷ୍କର୍ମ ଅଭିଯୋଗ ହୋଇଥିଲା । ଉଦିତ ପ୍ରଧାନକୁ ଗିରଫ କରିଛି ମଞ୍ଚେଶ୍ୱର