ଗୃହରେ ପୁଣି ଉଠିବ ଆଇନ ଶୃଙ୍ଖଳା ପରିସ୍ଥିତି ପ୍ରସଙ୍ଗ, କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର କହିଲେ, ଲୋକଙ୍କ…
ଆସନ୍ତାକାଲି ଠାରୁ ବିଧାନସଭାର ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ ଆରମ୍ଭ ହେବ । ଆଉ ବିଧାନସଭାର ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନରେ ବିଭିନ୍ନ ପ୍ରସଙ୍ଗକୁ ଉଠାଇ ପୁଣିଥରେ ସରକାରଙ୍କୁ ଟାର୍ଗେଟ କରିବାକୁ ବିରୋଧୀ ପ୍ରସ୍ତୁତ ହେଉଛନ୍ତି । କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର କହିଛନ୍ତି,!-->…
