Odia News Portal

ବିଜୟ ପଟ୍ଟନାୟକ କହିଲେ, ସରକାରୀ ଅର୍ଥ ବ୍ୟୟ କରି ରାଜନୀତି କରିବା ଠିକ୍ ନୁହେଁ

ସ୍ୱୟଂସହାୟକ ଗୋଷ୍ଠୀ ମହିଳାଙ୍କୁ ରାଜନୀତିରେ ବ୍ୟବହାର କରିବା ପ୍ରସଙ୍ଗରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ମିଶନ୍ ଶକ୍ତି ସଚିବ ସୁଜାତା ଆର୍ କାର୍ତିକେୟନ । କହିଛନ୍ତି, ଯଦି ମହିଳାମାନେ ରାଜନୀତିକୁ ଆସୁଛନ୍ତି ତାଙ୍କୁ ସମାଲୋଚନା କରାଯିବା ଠିକ୍ ନୁହେଁ । ଏହା ସେମାନଙ୍କ ଅଧିକାର ।…

ମହିଳାଙ୍କୁ ଏସିଡ୍ ଆକ୍ରମଣ ଘଟଣାରେ ୪ ଗିରଫ

ଏସିଡ୍ ଆକ୍ରମଣ ଘଟଣାରେ ୪ ଗିରଫ । ଫେରାର ଅଭିଯୁକ୍ତଙ୍କୁ ବାନ୍ଧିଲା ଝାରସୁଗୁଡ଼ା ପୋଲିସ । ଗତ ୭ ତାରିଖ ଦିନ ଝାରସୁଗୁଡ଼ା ଜିଲ୍ଲା କିର୍ମିରା ବ୍ଲକ କାଦୋବାହାଲ ଜଙ୍ଗଲରେ ମୋହିନୀ ବାଗଙ୍କୁ ଏସିଡ ଆକ୍ରମଣ ହୋଇଥିଲା ।ଖବର ଅନୁଯାୟୀ, ଝାରସୁଗୁଡ଼ା ଜିଲ୍ଲା କିର୍ମିରା ବ୍ଲକର ଅର୍ଡା ସରକାରୀ…

ମାର୍ଚ୍ଚ ୨୦ପର୍ଯ୍ୟନ୍ତ ନ୍ୟାୟିକ ହେପାଜତକୁ ଗଲେ ସିସୋଦିଆ

ମାର୍ଚ୍ଚ ୨୦ପର୍ଯ୍ୟନ୍ତ ନ୍ୟାୟିକ ହେପାଜତକୁ ଗଲେ ଦିଲ୍ଲୀର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ। ରାଉସ୍ ଆଭେନ୍ୟୁ କୋର୍ଟ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କୁ ମାର୍ଚ୍ଚ ୨୦ପର୍ଯ୍ୟନ୍ତ ନ୍ୟାୟିକ ହେପାଜତକୁ ପଠାଇଛନ୍ତି। ଏବେ ମାର୍ଚ୍ଚ ୨୦ପର୍ଯ୍ୟନ୍ତ ସିସୋଦିଆ ତିହାର ଜେଲରେ…

ଏସଏଚଜି ମା’ମାନଙ୍କୁ ମିଳିବ ଇ-ସ୍କୁଟି

୨୦୨୩-୨୪ ପାଇଁ ମିଶନ ଶକ୍ତି ବିଭାଗକୁ ୨୫୫୪ କୋଟିରୁ ଅଧିକ ଅର୍ଥ ବ୍ୟୟବରାଦ। ଗତବର୍ଷ ତୁଳନାରେ ୨୭ପ୍ରତିଶତ ଅଧିକ ଅର୍ଥ ବ୍ୟୟବରାଦ ଦିଆଯାଇଛି। ଏନେଇ ପ୍ରେସମିଟରେ ସୂଚନା ଦେଇଛନ୍ତି ମିଶନ ଶକ୍ତି ମନ୍ତ୍ରୀ ଓ ସଚିବ। ବଜେଟରେ ୨ଟି ନୂଆ ଯୋଜନା ଅନ୍ତର୍ଭୁକ୍ତ କରାଯାଇଛି। ଏସଏଚଜି ମାଆମାନଙ୍କୁ…

ଏଥର ବର୍ଷାରେ ଭିଜିବ ହୋଲି

ତାତି କମିବ ଓ ବର୍ଷାରେ ଭିଜିବ ହୋଲି। ପଶ୍ଚିମା ଝଡ଼ ପ୍ରଭାବରେ ଆସନ୍ତା ମଙ୍ଗଳବାରଠାରୁ ରାଜ୍ୟର ଅଭ୍ୟନ୍ତରୀଣ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି। ଏନେଇ ସୂଚନା ମିଳିଛି। ଆସନ୍ତା ୭, ୮ ଏବଂ ୯ ତାରିଖ ପର୍ଯ୍ୟନ୍ତ ଆକାଶ ମେଘାଚ୍ଛନ୍ନ ରହିବା ସହ ଗୋଟିଏ ଦୁଇଟି ସ୍ଥାନରେ ହାଲୁକା ବର୍ଷା ହେବାର…

ଦକ୍ଷିଣପଶ୍ଚିମ ପାକିସ୍ତାନରେ ଆତ୍ମଘାତୀ ବୋମା ବିସ୍ଫୋରଣ: ୯ ପୁଲିସ ନିହତ, ୧୧ ଆହତ

ଦକ୍ଷିଣପଶ୍ଚିମ ପାକିସ୍ତାନରେ ଜଣେ ବାଇକ୍‌ଆରୋହୀ ଆତ୍ମଘାତୀ ବୋମା ବ‌ିସ୍ଫୋରଣକାରୀ ଗୋଟାଏ ପୁଲିସ ଟ୍ରକ୍‌କୁ ପଛପଟୁ ଧକ୍କା ଦେବାରୁ ଅନ୍ୟୂନ ୯ଜଣ ପୁଲିସ କର୍ମଚାରୀଙ୍କର ମୃତ୍ୟୁ ଘଟିଛି ଓ ପ୍ରାୟ ୧୧ଜଣ ପୁଲିସ କର୍ମଚାରୀ ଆହତ ହୋଇଥିବା କଥା ବିଭିନ୍ନ ଗଣମାଧ୍ୟମ ରିପ‌ୋର୍ଟ କରିଛନ୍ତି। ଜଣେ…

ବାଣ ପ୍ରସ୍ତୁତି ବେଳେ ଭୟଙ୍କର ବିସ୍ଫାରଣ : ୨ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪ ଗୁରୁତର

ବାଣ ପ୍ରସ୍ତୁତି ବେଳେ ଭୟଙ୍କର ବିସ୍ଫାରଣ । ବିସ୍ଫୋରଣରେ ୨ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪ଜଣ ଗୁରୁତର ଅଛନ୍ତି । ଖୋର୍ଦ୍ଧା ଟାଙ୍ଗୀ ଥାନା ଭୁଷଣ୍ଡପୁର ଅଞ୍ଚଳରେ ଅଘଟଣ ଘଟିଛି । ତେବେ ଦୋଳ ଉତ୍ସବ ପାଇଁ ବାଣ ଭିଡା ଚାଲିଥିଲା । ସମସ୍ତ ଗୁରୁତରଙ୍କୁ ଖୋର୍ଦ୍ଧା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ…

୨୬ରେ ଭଦ୍ରକ ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

ଆସନ୍ତା ୨୬ ତାରିଖରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଭଦ୍ରକ ଆସିବେ ବୋଲି ବିଜେପି ସାଧାରଣ ସଂପାଦକ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। ତାଙ୍କର ସୂଚନା ଅନୁଯାୟୀ, ଗୃହମନ୍ତ୍ରୀ ଅମିତ ଶାହ ଭଦ୍ରକ ଲୋକସଭା ନିର୍ବାଚନ ମଣ୍ଡଳୀରେ ଦଳୀୟ ସମାବେଶରେ ଯୋଗ ଦେବେ। ଏହି ଅବସରରେ ସେ ବିଜେପିର…

ପୂଜା ପାଠରେ ବିଶ୍ୱାସ କରୁନଥିବା ବ୍ୟକ୍ତି ଆଜି ମନ୍ଦିର ଯାଇ ପୂଜା କରୁଛି; ବିବେକ ଅଗ୍ନହୋତ୍ରୀ

ଶନିବାର ପ୍ରତ୍ୟୁଷରେ ଅଭିନେତ୍ରୀ ଅନୁଷ୍କା ଶର୍ମା ତାଙ୍କ ସ୍ବାମୀ ତଥା କ୍ରିକେଟ୍‌ ଖେଳାଳି ବିରାଟ କୋହଲି ମଧ୍ୟ‌ପ୍ରଦେଶର ଉଜ୍ଜୟିନୀସ୍ଥିତ ପ୍ରସିଦ୍ଧ ବାବା ମହାକାଳେଶ୍ବର ମନ୍ଦିରକୁ ଯାଇ ଭଗବାନ ଶିବଙ୍କୁ ଦର୍ଶନ କରିବା ସହିତ ପୂଜାର୍ଚ୍ଚନା କରିଥିବା ଦେଖାଯାଇଥିଲା। ଏହାର ଏକ ଭିଡିଓ ମଧ୍ୟ…

ଆଦାନି କର୍ତ୍ତୃପକ୍ଷଙ୍କୁ ଭେଟିବା ପରେ ଆଶ୍ବସ୍ତ ଏଲ୍‌ଆଇସି

ଶିଳ୍ପପତି ଗୌତମ ଆଦାନିଙ୍କ କଂପାନି ଆଦାନି ଗ୍ରୁପ୍‌ର ବରିଷ୍ଠ ପରିଚାଳନା କର୍ତ୍ତୃପକ୍ଷଙ୍କୁ ଭେଟି ଭାରତୀୟ ଜୀବନ ବୀମା ନିଗମ (ଏଲ୍‌ଆଇସି) ଅଧିକାରୀମାନେ ଆଲୋଚନା କରିଛନ୍ତି। ବୈଠକ ପରେ ଏଲ୍‌ଆଇସିର ଅଧ୍ୟକ୍ଷ ଏମ୍‌ ଆର୍‌ କୁମାର କହିଛନ୍ତି ଯେ ଆଦାନିରେ ଆମ ନିବେଶକୁ ନେଇ ଆମେ ବେଶ ଆଶ୍ବସ୍ତ…