ଇତିହାସ ରଚିଲା ନାଗାଲାଣ୍ଡ, ପ୍ରଥମ କରି ଜିତାଇଲା ୨ଜଣ ମହିଳା ପ୍ରାର୍ଥୀଙ୍କୁ
ପ୍ରଥମ କରି ୨ଜଣ ମହିଳା ପ୍ରାର୍ଥୀଙ୍କୁ ଜିତାଇ ୨୦୨୩ ବିଧାନସଭା ନିର୍ବାଚନକୁ ନାଗାଲାଣ୍ଡ୍ ସ୍ମରଣୀୟ କରିଛି ବୋଲି ବିଭିନ୍ନ ଜାତୀୟ ଗଣମାଧ୍ୟମ ରିପୋର୍ଟ କରିଛନ୍ତି।
୨୦୨୩ ବିଧାନସଭା ନିର୍ବାଚନ ନିମନ୍ତେ ଗ୍ରହଣ କରାଯାଇଥିବା ଭୋଟ୍ଗୁଡ଼ିକର ଆଜି ଗଣନା ଚାଲିଥିବା ବେଳେ ଦୁଇ ମହିଳା!-->!-->!-->…
