ଭବାନୀପାଟଣାରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ଆଜି ଭବାନୀପାଟଣାର କ୍ରିଷ୍ଣାନଗର ପଡ଼ିଆଠାରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି କାର୍ଯ୍ୟକ୍ରମରେ ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାୟକ, ସାଂସଦ ମାଳବିକା ଦେବୀ ପ୍ରମୁଖ ମଧ୍ୟ ଉପସ୍ଥିତ ଅଛନ୍ତି।
ଅନ୍ତ୍ୟୋଦୟ ଗୃହ ଯୋଜନାରେ ୫୦!-->!-->!-->…