ଚୀନ ନିର୍ମିତ ଡ୍ରୋନ ବ୍ୟବହାର କରି ଭାରତରେ ନଜର ରଖୁଛି ପାକିସ୍ତାନ
ପାକିସ୍ତାନପଟୁ ଡ୍ରୋନଗୁଡ଼ିକ ମାଧ୍ୟମରେ ଅସ୍ତ୍ରଶସ୍ତ୍ର ଭାରତ ଭିତରକୁ ଆସୁଛି । ପୁଣି ଭାରତ ଉପରେ ନଜର ରଖିବାକୁ ପାକିସ୍ତାନ ଚୀନ ନିର୍ମିତ ଡ୍ରୋନ ବ୍ୟବହାର କରୁଛି । ଆହୁରି ଚିନ୍ତାଜନକ ବିଷୟ ହେଉଛି ପଞ୍ଜାବରେ ପୁଣି ଖଲିସ୍ତାନ ଆନ୍ଦୋଳନ ମୁଣ୍ଡ ଟେକୁଥିବାବେଳେ ପାକିସ୍ତାନ ଓ ଚୀନ ସେଥିପାଇଁ!-->…
