୬୮ ଫେରାର ଡାକ୍ତରଙ୍କୁ ଖୋଜୁଛି ସରକାର
ରାଜ୍ୟରେ ବିଗୁଡୁଛି ସ୍ବାସ୍ଥ୍ୟ ସେବା। କାମରେ ଅବହେଳା କରୁଛନ୍ତି ସରକାରୀ ଡାକ୍ତର। ଛୁଟି ନ ନେଇ ନିଜ ଘର କାମରେ ବ୍ୟସ୍ତ ରହୁଛନ୍ତି। ଏପଟେ ଚିକିତ୍ସା ପାଇଁ ଆସୁଥିବା ରୋଗୀମାନେ ଡାକ୍ତରଖାନାରୁ ନିରାଶ ହୋଇ ଫେରୁଛନ୍ତି। ଆଉ ରାଜ୍ୟରେ ଡାକ୍ତର ଅଭାବ ଓ ଡାକ୍ତରଙ୍କ ଶୃଙ୍ଖଳା ବାବଦରେ ଆଜି ବଡ!-->…
