ମଡେଲ ସୌମ୍ୟ ରଞ୍ଜନ ମୃତ୍ୟୁ ମାମଲା, ସୌମ୍ୟଙ୍କ ଘରେ କ୍ରାଇମବ୍ରାଞ୍ଚ ଟିମର ତନାଘନା
ମଡେଲ ସୌମ୍ୟ ରଞ୍ଜନ ପାଣିଗ୍ରାହୀ ମୃତ୍ୟୁ ମାମଲା। ସୌମ୍ୟଙ୍କ ଘରେ କ୍ରାଇମବ୍ରାଞ୍ଚ ଟିମର ତନାଘନା। ଭୁବନେଶ୍ୱର ଘରେ କ୍ରାଇମବ୍ରାଞ୍ଚର ୫ ଜଣିଆ ଟିମ ତନାଘନା କରୁଛି।
ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ଘଟଣାର ତଦନ୍ତ କରୁଛି କ୍ରାଇମବ୍ରାଞ୍ଚ। ୩ ମାସ ଭିତରେ ତଦନ୍ତ ଶେଷ କରିବାକୁ ନିର୍ଦ୍ଦେଶ!-->!-->!-->…
