ପୁରୀ ଜେଲରେ ବିଚାରାଧୀନ କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ
ଜେଲରେ ବିଚାରାଧୀନ କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ। ମୃତ କଏଦୀ ହେଉଛନ୍ତି ସାକ୍ଷୀଗୋପାଳ ଡାହାଣ କୁମ୍ଭାରପଡାର ଦୀପ୍ତିରଞ୍ଜନ ସ୍ୱାଇଁ l ୨୦୨୩ ମସିହାରେ ଏକ ଦୁଷ୍କର୍ମ ଅଭିଯୋଗରେ ସେ ଗିରଫ ହୋଇ ଜେଲ ଯାଇଥିଲେ। ଆଜି ଝୁଲନ୍ତା ଅବସ୍ଥାରେ ତାଙ୍କ ମୃତଦେହ ଉଦ୍ଧାର କରିଛନ୍ତି ଜେଲ୍ କର୍ତ୍ତୃପକ୍ଷ।…
