ବିଧାନସଭାରେ ନବଦାସଙ୍କ ହତ୍ୟାର ଗୁମର ଖୋଲିବେ ଜୟନାରାୟଣ ମିଶ୍ର
ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର କହିଛନ୍ତି, ବିଧାନସଭାରେ ନବ ଦାସଙ୍କ ହତ୍ୟାକାଣ୍ଡର ଏକ୍ସପୋଜ ହେବ। ଘଟଣା ପଛରେ ଅନେକ ରହସ୍ୟ ରହିଛି। ମୁଦାଲାକୁ ଖଲାସ କରିଦେବା ପାଇଁ ପୋଲିସ ଚେଷ୍ଟା କରୁଛି ନବ ଦାସଙ୍କ ହତ୍ୟାକାଣ୍ଡର ଷଡ଼ଯନ୍ତ୍ରକାରୀମାନେ ମୋ ବିରୁଦ୍ଧରେ ଏଇ ପ୍ରକାର ପ୍ରାୟୋଜିତ!-->…
