ଆଦି ମହୋତ୍ସବରେ ଓଡିଶାର ଯାଦୁ, ପ୍ରଶଂସା କରି ସାମଗ୍ରୀ କିଣିଲେ ପ୍ରଧାନମନ୍ତ୍ରୀ ମୋଦି
ନୂଆଦିଲ୍ଲୀର ମେଜର ଧ୍ୟାନଚାନ୍ଦ ଜାତୀୟ ଷ୍ଟାଡିୟମରେ ଆୟୋଜିତ ହେଉଛି ଚଳିତ ବର୍ଷର ଆଦି ମହୋତ୍ସବ ସମାରୋହ। ଏଥିରେ ଓଡ଼ିଶାର କନ୍ଧମାଳ ଜିଲ୍ଲାର ଦାରିଙ୍ଗିବାଡ଼ି କୃଷକ ଉତ୍ପାଦକ କମ୍ପାନୀ ଲିଃ ଏବଂ ନବରଙ୍ଗପୁର ଜିଲ୍ଲାର ଭଣ୍ଡାର ଘରଣୀ କୃଷକ ଉତ୍ପାଦକ କମ୍ପାନୀ ଲିମିଟେଡ ଅଂଶଗ୍ରହଣ କରିଛନ୍ତି।!-->…
