ରାଜ୍ୟରେ ପେଟ୍ରୋଲ ଓ ଡିଜେଲର ସଂକଟ ନାହିଁ: ଯୋଗାଣ ମନ୍ତ୍ରୀ
ଡ୍ରାଇଭର ମହାସଂଘର ଷ୍ଟିଅରିଂ ଛାଡ ଧର୍ମଘଟ ତୃତୀୟ ଦିନରେ ପହଞ୍ଚିଛି। ଯାହା ଫଳରେ ରାଜ୍ୟର ପରିବହନ ବ୍ୟବସ୍ଥା ସମ୍ପୂର୍ଣ୍ଣ ଠପ୍ ହୋଇଯାଇଛି। ଧର୍ମଘଟ ଯୋଗୁ ପେଟ୍ରୋଲ ସଙ୍କଟ ମଧ୍ୟ ଦେଖାଦେଇଛି, ଭୁବନେଶ୍ୱର,କଟକ, ପୁରୀ, ବ୍ରହ୍ମପୁର, ବାଲେଶ୍ବର ସମେତ ରାଜ୍ୟର ବିଭିନ୍ନ ସହରରେ ଥିବା ପେଟ୍ରୋଲ!-->…
