ନୂଆଦିଲ୍ଲୀଠାରେ ନୂତନ ଓଡ଼ିଶା ଭବନର ନିର୍ମାଣ ପାଇଁ ଶିଳାନ୍ୟାସ
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ନୂଆଦିଲ୍ଲୀଠାରେ ନୂତନ ଓଡ଼ିଶା ଭବନର ନିର୍ମାଣ ପାଇଁ ଶିଳାନ୍ୟାସ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଏହି ନୂତନ ଭବନର ନିର୍ମାଣ ଶୈଳୀରେ ଓଡିଶାର ସମୃଦ୍ଧ ଐତିହ୍ୟ, କଳା ଓ ସଂସ୍କୃତିର ପ୍ରତିଫଳନ ଦେଖିବାକୁ ମିଳିବ। ପୂର୍ବରୁ ଥିବା…
