ଛତିଶଗଡ଼ର ନୂଆ ରାଜ୍ୟପାଳ ହେଲେ ବିଶ୍ୱଭୂଷଣ ହରିଚନ୍ଦନ
ଭାରତର ମାନ୍ୟବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୧୨ଟି ନୂଆ ରାଜ୍ୟପାଳ ନିଯୁକ୍ତ କରିଛନ୍ତି ।ଏହି ପରିପ୍ରେକ୍ଷୀରେ ଆନ୍ଧ୍ରପ୍ରଦେଶରୁ ବଦଳି ଛତିଶଗଡ ରାଜ୍ୟପାଳ ହେଲେ ବିଶ୍ୱଭୂଷଣ ହରିଚନ୍ଦନ ।୨୦୧୯ ଜୁଲାଇ ୧୬ ତାରିଖରେ ବିଶ୍ବଭୂଷଣ ହରିଚନ୍ଦନଙ୍କୁ ଆନ୍ଧ୍ରପ୍ରଦେଶ ରାଜ୍ୟପାଳ ଭାବେ ନିଯୁକ୍ତି!-->…
